Posted inଜାତୀୟ

ନମୋ ଆପ ମାଧ୍ୟମରେ କର୍ମୀଙ୍କ ସହ ଯୋଡି ହେବେ ମୋଦି

ନୂଆଦିଲ୍ଲୀ,୨୫ ।୧: ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ସବୁ ରାଜନୈତିକ ଦଳ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶର ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କ ସହ କଥା ହେବାର କାର୍ଯ୍ୟକ୍ରମ ରହିଛି । ଏ ସମ୍ପର୍କରେ ଭାଜପା ପକ୍ଷରୁ ସୋମବାର ତା’ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି । ଭାଜପା ପକ୍ଷରୁ ଟୁଇଟରେ କୁହାଯାଇଛି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ଜାନୁୟାରୀ ଦିନ ୧୧ଟାରେ ଦେଶର ଭାଜପା କର୍ମୀଙ୍କ ସହ ନମୋ ଆପ(ଅଡିଓ)ମାଧ୍ୟମରେ କଥା ହେବେ ।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁର ବିଧାନସଭା ଲାଗି ନିର୍ବାଚନ ହେବାକୁ ଯାଉଛି । ଉତ୍ତର ପ୍ରଦେଶର ୭ଟି ପର୍ଯ୍ୟାୟରେ ମତଦାନ କରାଯିବାକୁ ଥିବା ବେଳେ ମଣିପୁରରେ ୨ଟି ପର୍ଯ୍ୟାୟ ଓ ଉତ୍ତରାଖଣ୍ଡ, ଗୋଆ ଓ ପଞ୍ଜାବରେ ଗୋଟିଏ ଲେଖାଁ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ପରେ ବ୍ରିଟେନ୍‌ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି

ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ...

ମାର୍ଗାରେଟ୍‌ଙ୍କୁ ଧୋକା ଦେଲେ ମମତା

ନୂଆଦିଲ୍ଲୀ,୫।୮: ଉପରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ଭୋଟ ନ ଦେବା ନିଷ୍ପତ୍ତିରେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲ୍‌ଭା ନିରାଶ ହୋଇଛନ୍ତି। ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା...

ଛୁଆଙ୍କୁ ଗଛରେ ବାନ୍ଧି ନିର୍ଯାତନା

ବେଙ୍ଗାଲୁରୁ,୨୬।୧୦: ବେଙ୍ଗାଲୁରୁର ଏକ ସରକାରୀ ସ୍କୁଲ ପରିସରରେ ପିଲାଙ୍କୁ ନିର୍ଯାତନା ଦିଆଯିବା ମାମଲାରେ ୬ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ପିଲାଙ୍କୁ ଗଛରେ ବାନ୍ଧି ପିଟିବା...

କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ

ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା...

୩ହଜାର କି.ମି. ପଦଯାତ୍ରା କରିବେ ପିକେ

ପାଟନା,୫।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ବିହାର ରାଜଧାନୀ ପାଟନାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ପୂର୍ବରୁ ପ୍ରଶାନ୍ତ କିଶୋର ନୂଆ ଦଳ ଗଠନ...

ଫଡନବିଶଙ୍କ ଅଭିଯୋଗକୁ ନେଇ ନୱାବ କହିଲେ କାଲି ପକାଇବେ ହାଇଡ୍ରୋଜେନ ବମ୍‌

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକଙ୍କର ଅଣ୍ଡରୱାର୍ଲଡ ସମ୍ପର୍କ ଥିବା କହିଥିଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ...

ଚାଇନା ବିରୋଧରେ ଭାରତକୁ ସମର୍ଥନ କଲେ ଜାପାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୭: ଜାପାନର ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ଚାଇନା ସହିତ ଚାଲିଥିବା ବିବାଦକୁ ନେଇ ଭାରତ ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମର୍ଥନ...

କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ପୂରଣ ହେଲା ୩ ବର୍ଷ, ୧୭୪ ଯବାନ ଶହୀଦ, ୧୨୪ ସାଧାରଣ ଜନତାଙ୍କର ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୫ ।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ୩ ବର୍ଷ ପୂରଣ ହୋଇଛି । ତେବେ ଅନୁଚ୍ଛେଦ ୩୭୦ ହଟିବା ପରେ ଆତଙ୍କବାଦୀ ଆକ୍ରମଣ ସଂଖ୍ୟା...

Advertisement
Archives

Model This Week