ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେବେ ମୋଦି

ଟୋକିଓ,୨୭।୯: ସେପ୍ଟେମ୍ବର ୨୭ ଅର୍ଥାତ୍‌ ଆଜି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟା କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଟୋକିଓରେ ପହଞ୍ଚିଛନ୍ତି। ସେଣ୍ଟ୍ରାଲ ଟୋକିଓର ନିପ୍ପନ ବୁଡୋକାନରେ ଭାରତୀୟ ସମୟ ସକାଳ ୧୦.୩୦ରେ ଅନ୍ତ୍ୟେଷ୍ଟି କ୍ରିୟା କାର୍ଯ୍ୟକ୍ରମ ଆରମ୍ଭ ହେବ। ୧୦୦ଟି ଦେଶର ପ୍ରତିନିଧି ଏଠାରେ ଉପସ୍ଥିତ ରହିବେ। ଶିଞ୍ଜୋ ଆବେଙ୍କ ସ୍ତ୍ରୀ ଅକି ଆବେଙ୍କୁ ମଧ୍ୟ ସମବେଦନା ଜଣାଇବା ପାଇଁ ମୋଦି ଏକ ସୌଜନ୍ୟମୂଳକ ସାକ୍ଷାତ କରିବେ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଆବେଙ୍କ ମଧ୍ୟରେ ବହୁତ ଘନିଷ୍ଠତା ଥିଲା। ଆବେଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରି ମୋଦି ତାଙ୍କୁ ଜଣେ ପ୍ରିୟ ବନ୍ଧୁ ବୋଲି ବର୍ଣ୍ଣନା କରିଥିଲେ।
ସର୍ବପ୍ରଥମେ, ଆଜି ମୋଦି ଟୋକିଓର ଆକାସାକା ପ୍ୟାଲେସ ପରିଦର୍ଶନ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କ ମଧ୍ୟରେ ଏକ ସଂକ୍ଷିପ୍ତ ଦ୍ୱିପାକ୍ଷିକ ବୈଠକ ହେବ।
ସିଞ୍ଜୋ ଆବେ ଜାପାନର ଦୀର୍ଘସମୟ ଧରି ପ୍ରଧାନମନ୍ତ୍ରୀ ଥିଲେ। ଜୁଲାଇ ୮ରେ ଏକ ନିର୍ବାଚନ ଇଭେଣ୍ଟରେ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଘଟଣାସ୍ଥଳରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri