Posted inଜାତୀୟ

ଏପ୍ରିଲ ୨୫ରେ କେରଳ ଯିବେ ମୋଦି, ଯୁବ ଅଭିଯାନରେ ହେବେ ସାମିଲ

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୨୫ରେ କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ କେରଳର କୋଚିରେ ଯୁବ ଅଭିଯାନରେ ଅଂଶଗ୍ରହଣ କରିବେ। ନିକଟରେ କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ଅନିଲ ଆଣ୍ଟୋନି ମଧ୍ୟ ଏହି ଅଭିଯାନରେ ଅଂଶଗ୍ରହଣ କରିବେ ବୋଲି ଜଣାପଡିଛି। ଏହି ଅଭିଯାନ ଅପରାହ୍ନ ୪ଟାରୁ ସା ୭ଟା ପର୍ଯ୍ୟନ୍ତ ଚାଲିବ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର, ବି ମୁରଲୀଧରନ ମଧ୍ୟ ଉପସ୍ଥିତ ରହିବେ। ଯୁବ ଅଭିଯାନରେ ପ୍ରଧାନମନ୍ତ୍ରୀ ମୋଦି ଯୁବକମାନଙ୍କ ସହ ଯୋଗାଯୋଗ କରିବେ। ଏହି କାର୍ଯ୍ୟକ୍ରମରେ କେରଳର ଏକ ଲକ୍ଷ ଯୁବକ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri