Posted inଜାତୀୟ

ନେତାଜୀଙ୍କ ପ୍ରତିମୂର୍ତ୍ତି ସମେତ ୧୨୦୦ ଉପହାର ହେବ ନିଲାମ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀଙ୍କୁ ଗତ ବର୍ଷ ମିଳିଥିବା ଉପହାର ଗୁଡିକର ନିଲାମ ଶନିବାର ଅର୍ଥାତ୍ ୧୭ ସେପ୍ଟେମ୍ବରରୁ ଆରମ୍ଭ ହେବ । ଏହା ୨ ଅକ୍ଟୋବର ଅର୍ଥାତ୍ ଗାନ୍ଧୀ ଜୟନ୍ତି ପର୍ଯ୍ୟନ୍ତ ଚାଲିବ । ପ୍ରାୟ ୧୨୦୦ ଉପହାରର ନିଲାମ କରାଯିବ । ଏହି ଉପହାର ଗୁଡିକର ଦାମ ଓ ଏ ସମ୍ପର୍କରେ ସମସ୍ତ ତଥ୍ୟ ଅନଲାଇନରେ ଉପଲବ୍ଧ ରହିଛି । ଏହାର ଆରକ୍ଷିତ ମୂଲ୍ୟ ବି ନିର୍ଦ୍ଧାରଣ କରାଯାଇଛି । ଏହା ୧୦୦ଟଙ୍କାରୁ ଆରମ୍ଭ କରି ଲକ୍ଷ ଲକ୍ଷ ଟଙ୍କା ହେବ ।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଥିବା ଉପହାରର ଏହା ଚତୁର୍ଥ ନିଲାମ । ଏହି ୧୨୦୦ ଉପହାର ମଧ୍ୟରୁ ୩୦୦ ନ୍ୟାଶନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ପ୍ରଦର୍ଶିତ କରାଯାଇ ସାରିଛି । ଏହି ନିଲାମରୁ ମିଳିବାକୁ ଥିବା ଅର୍ଥ ‘ନମାମି ଗଙ୍ଗେ’ କର୍ଯ୍ୟକ୍ରମରେ ଖର୍ଚ୍ଚ କରାଯିବ । ନମାମୀ ଗଙ୍ଗେ ଜୁନ ୨୦୧୪ରେ ମୋଦି ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏକ ଏକିକୃତ ସଂରକ୍ଷଣ କାୟାକଳ୍ପ କାର୍ଯ୍ୟକ୍ରମ ଅଟେ । ଏହାର ଉଦ୍ଦେଶ୍ୟ ଗଙ୍ଗାର ପ୍ରଦୂଷଣକୁ କମ କରିବା ।
ନିଲାମ ହେବାକୁ ଥିବା ଉପହାର ମଧ୍ୟରେ ମଧୁବନି ପେଣ୍ଟିଂଠାରୁ ଆରମ୍ଭ କରି ଏବେ ଚେନ୍ନାଇ ସତରଞ୍ଜ ଅଲମ୍ପିୟାଡରେ ମିଳିଥିବା ଏକ ସତରଞ୍ଜ ସେଟ ସାମିଲ ହୋଇଛି । ଏହି ମଧୁବେନି ପେଣ୍ଟିଂରେ କରୋନା ମହାମାରୀ ସମୟର ଦୁଃଖ ଓ ମହାମାରୀ ବିରୋଧରେ ଟିକାକରଣକୁ ଚିତ୍ରିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri