Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।

ସେ କହିଛନ୍ତି, ସୁରକ୍ଷାରେ ଭାରତ କେବେ ସାଲିସ କରିନାହିଁ। ଅପରେଶନ ସିନ୍ଦୂର ମାଧ୍ୟମରେ ଭାରତ କଡ଼ା ଜବାବ ଦେଇଛି। ଚଳିତ ବର୍ଷ ଅନେକ ସଫଳତା ପାଇଛି ଭାରତ। ମହାକାଶଠାରୁ କ୍ରୀଡ଼ା ପର୍ଯ୍ୟନ୍ତ ଭାରତକୁ ଅନେକ ସଫଳତା ମିଳିଛି। ଭାରତର ବଡ଼ ଶକ୍ତି ‘ଯୁବ ଶକ୍ତି’କୁ ନେଇ ଦେଶ ଗର୍ବ କରେ। ପ୍ରତ୍ୟେକ କ୍ଷେତ୍ରରେ ଭାରତ ନିଜର ଛାପ ଛାଡ଼ିଛି। କ୍ରୀଡ଼ା କ୍ଷେତ୍ରରେ ଭାରତର ଝିଅ ଦେଶର ଟେକ ରଖିଛନ୍ତି। ବନ୍ଦେ ଭାରତ ଅଭିଯାନରେ ଲୋକଙ୍କ ଉତ୍ସାହ ମିଳିଛି। ଦୁବାଇରେ କନ୍ନଡ଼ ପାଠଶାଳା ଭାଷାର ବଡ଼ ଉପଲବ୍ଧି ପାଇଛି ଭାରତ।

ଏଥିସହିତ ସେ ମହାନ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ସ୍ବାଧୀନତା ସଂଗ୍ରାମରେ ପାର୍ବତୀ ଗିରିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ୧୬ ବର୍ଷରେ ପାର୍ବତୀ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ। ଦେଶ ପାଇଁ ପାର୍ବତୀ ପ୍ରେରଣାର ଉତ୍ସ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri