Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।

ସେ କହିଛନ୍ତି, ସୁରକ୍ଷାରେ ଭାରତ କେବେ ସାଲିସ କରିନାହିଁ। ଅପରେଶନ ସିନ୍ଦୂର ମାଧ୍ୟମରେ ଭାରତ କଡ଼ା ଜବାବ ଦେଇଛି। ଚଳିତ ବର୍ଷ ଅନେକ ସଫଳତା ପାଇଛି ଭାରତ। ମହାକାଶଠାରୁ କ୍ରୀଡ଼ା ପର୍ଯ୍ୟନ୍ତ ଭାରତକୁ ଅନେକ ସଫଳତା ମିଳିଛି। ଭାରତର ବଡ଼ ଶକ୍ତି ‘ଯୁବ ଶକ୍ତି’କୁ ନେଇ ଦେଶ ଗର୍ବ କରେ। ପ୍ରତ୍ୟେକ କ୍ଷେତ୍ରରେ ଭାରତ ନିଜର ଛାପ ଛାଡ଼ିଛି। କ୍ରୀଡ଼ା କ୍ଷେତ୍ରରେ ଭାରତର ଝିଅ ଦେଶର ଟେକ ରଖିଛନ୍ତି। ବନ୍ଦେ ଭାରତ ଅଭିଯାନରେ ଲୋକଙ୍କ ଉତ୍ସାହ ମିଳିଛି। ଦୁବାଇରେ କନ୍ନଡ଼ ପାଠଶାଳା ଭାଷାର ବଡ଼ ଉପଲବ୍ଧି ପାଇଛି ଭାରତ।

ଏଥିସହିତ ସେ ମହାନ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ସ୍ବାଧୀନତା ସଂଗ୍ରାମରେ ପାର୍ବତୀ ଗିରିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ୧୬ ବର୍ଷରେ ପାର୍ବତୀ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ। ଦେଶ ପାଇଁ ପାର୍ବତୀ ପ୍ରେରଣାର ଉତ୍ସ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri