‘ଏମିତି ବ୍ରିଟେନ ଗଢିବି ଯେଉଁଠି ଆମ ପିଲା ଦୀପ ଜାଳି ପାରିବେ’…

ଲଣ୍ଡନ,୨୭ ।୧୦: ଭାରତୀୟ ବଂଶୋଦ୍ଭବ ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ହୋଇଯାଇଛନ୍ତି । ଏହାସହ ୟୁନାଇଟେଡ କିଙ୍ଗଡମର ସବୁଠାରୁ ମହତ୍ୱପୂର୍ଣ୍ଣ କାର୍ଯ୍ୟାଳୟରେ ସେ ଦାୟିତ୍ୱ ସମ୍ଭାଳିଛନ୍ତି । ଋଷି ସୁନକଙ୍କ ପାଇଁ ସବୁଠାରୁ ବଡ କଥା ହେଲା ଦୀପାବଳି ଦିନ ହିଁ ସେ ପ୍ରଧାନମନ୍ତ୍ରୀ ହେବା ଘୋଷଣା କରାଯାଇଥିଲା । ବୁଧବାର ଅର୍ଥାତ୍ ୨୬ ଅକ୍ଟୋବରରେ ଋଷି ସୁନକ ୧୦ ଡାଉନିଙ୍ଗ ଷ୍ଟ୍ରିଟ ସ୍ଥିତ ତାଙ୍କ ଘରୁ ଦୀପାବଳିର ଶୁଭକାମନା ଜଣାଇଛନ୍ତି ।
ଦୀପାବଳିର ଶୁଭେଚ୍ଛା ଜଣାଇ ସୁନକ କହିଛନ୍ତି, ମୁଁ ଏମିତି ଏକ ବ୍ରିଟେନ ତିଆରି କରିବି ଯେଉଁଠି ଆମର ପିଲାମାନେ, ନାତିନାତୁଣୀମାନେ ନିଜର ଦୀପ ଜାଳିପାରିବେ । ସେ ଦିୱାଳି ରିସେପଶନର ଫଟୋ ଶେୟାର କରି ଟୁଇଟରେ ଲେଖିଛନ୍ତି, ନମ୍ବର ୧୦ରେ ଆଜି ରାତିରେ ଦିୱାଲି ରିସେପଶନରେ ଆସି ବହୁତ ଖୁସି ଲାଗୁଛି । ମୁଁ ଏମିତି ଏକ ବ୍ରିଟେନ ଗଠନ କରିବାକୁ ଚାହୁଁଛି, ଯେଉଁଠି ଆମର ପିଲାମାନେ, ନାତି ନାତୁଣୀ ମାନେ ନିଜର ଦୀପ ଜାଳି ପାରିବେ ଓ ଭବିଷ୍ୟତକୁ ଆଶାର ସହ ଦେଖିପାରିବେ । ସମସ୍ତଙ୍କୁ ଦୀପାବଳିର ଶୁଭକାମନା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri