Posted inଜାତୀୟ

ଭାରତର ପରାକ୍ରମୀ ସେନାକୁ ସାଲ୍ୟୁଟ କଲେ ପ୍ରଧାନମନ୍ତ୍ରୀ, ଗୋଇନ୍ଦା ସଂସ୍ଥା, ବୈଜ୍ଞାନିକଙ୍କୁ ପ୍ରଶଂସା

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ସେନାର ଅଦମ୍ୟ ସାହସ ଓ ବୀରତ୍ୱକୁ ସାଲ୍ୟୁଟ କରିଛନ୍ତି। ଅପରେଶନ ସିନ୍ଦୁର ପ୍ରଥମଥର ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ରକ୍ଷା ପାଇଁ ସେନାର ଅବଦାନକୁ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଆମ ସୈନିକମାନେ ଦେଶର ଗର୍ବ। ସୀମାରେ ଥାଇ ସେମାନେ ଆମକୁ ନିରାପଦ ରଖିଛନ୍ତି।”

ଏହା ସହିତ ପ୍ରଧାନମନ୍ତ୍ରୀ ଗୋଇନ୍ଦା ସଂସ୍ଥା ଓ ଦେଶର ବୈଜ୍ଞାନିକମାନଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି। ସେମାନଙ୍କ ଅଭିନବ ଗବେଷଣା ଓ ପ୍ରଯୁକ୍ତିବିଦ୍ୟା ଦେଶର ପ୍ରତିରକ୍ଷା ଶକ୍ତିକୁ ଆହୁରି ସୁଦୃଢ় କରିଛି। ପ୍ରଧାନମନ୍ତ୍ରୀ କହିଛନ୍ତି, “ଆମ ବୈଜ୍ଞାନିକମାନଙ୍କ କାର୍ଯ୍ୟ ବିଶ୍ୱସ୍ତରୀୟ। ସେମାନଙ୍କ ଅବଦାନ ଭାରତକୁ ଆତ୍ମନିର୍ଭର କରିବାରେ ଗୁରୁତ୍ୱପୂର୍ଣ୍ଣ।”


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri