ପ୍ରଶ୍ନ ପଚାରିବାରୁ ସାମ୍ବାଦିକଙ୍କୁ ଚାକିରିରୁ ଛଟେଇ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ

ଇସଲାମବାଦ,୧୨।୭: ପାକିସ୍ତାନୀ ସାମ୍ବାଦିକଙ୍କ ପ୍ରଶ୍ନ ପସନ୍ଦ ଆସିଲା ନାହିଁ ବୋଲି ଚାକିରିରୁ କରିଦେଲେ ବିଦା। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ସାମ୍ବାଦିକ ପ୍ରଶ୍ନ ପଚାରିବା ମହଙ୍ଗା ପଡିଛି। ରିପୋର୍ଟ ଅନୁଯାୟୀ, ପିଟିଭି ସାମ୍ବାଦିକ ଆଜମ ଚୌଧୁରୀଙ୍କୁ ଚାକିରିରୁ ଛଟେଇ କରାଯାଇଛି। ଜଣେ ବରିଷ୍ଠ ସାମ୍ବାଦିକ ଭାବେ ଟିଭି ଗଣମାଧ୍ୟମ ସହ ଜଡିତ ଥିବା ଆଜମ ଅଭିଯୋଗ କରିଛନ୍ତି ଯେ, ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବାର ମାତ୍ର କିଛି ଘଣ୍ଟା ପରେ ତାଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି।

ସୂଚନା ମୁତାବକ, ଜୁନ ୩୦ରେ ପଞ୍ଜାବ ରାଜ୍ୟପାଳଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ଶେହାବାଜ ସରିଫଙ୍କ ବ୍ୟତୀତ ମନ୍ତ୍ରୀ ଇଶାକ ଦାର ଏବଂ ମରିୟମ ଔରଙ୍ଗଜେବ ଉପସ୍ଥିତ ଥିଲେ। ବୈଠକରେ ଆଜମ ଶାହାବାଜଙ୍କୁୁ ପ୍ରଶ୍ନ ପଚାରିଥିଲେ। ସେ କହିଥିଲେ ଯେ, ବର୍ତ୍ତମାନ ସମୟରେ ଗଣମାଧ୍ୟମରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବା ଅସମର୍ଥ। ଅଭିବ୍ୟକ୍ତିର ସ୍ବାଧୀନତା ସଂପର୍କରେ ବିରୋଧୀଙ୍କ ଦ୍ୱାରା ମଧ୍ୟ ପ୍ରଶ୍ନ ଉଠା ଯାଉଛି। ତେବେ ଏହି ପ୍ରଶ୍ନ ଶୁଣି ଶେହାବାଜ ସାମ୍ବାଦିକଙ୍କ ଉପରେ ରାଗି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri