ଗିରଫ ହୋଇପାରନ୍ତି ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ

ଇସଲାମାବାଦ,୫ ।୬: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଓ ତାଙ୍କ ପୁଅ ତଥା ପଞ୍ଜାବର ମୁଖ୍ୟମନ୍ତ୍ରୀ ହମଜା ଶହବାଜଙ୍କ ମୁଣ୍ଡରେ ଝୁଲୁଛି ଗିରଫ ହେବାର ଖଣ୍ଡା । ପାକିସ୍ତାନର ସଂଘିୟ ଯାଞ୍ଚ ଏଜେନ୍ସି(ଏଫଏଆଇ) ମନି ଲଣ୍ଡରିଂ ମାମଲାରେ ଏମାନଙ୍କ ନାଁରେ ଏଫଆଇଆର ଦାଖଲ କରିଛି । ୧୪ ଅରବ ମନି ଲଣ୍ଡରିଂ ମାମଲାରେ ଯେ କୌଣସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଓ ତାଙ୍କ ପୁଅଙ୍କୁ ଗିରଫ କରାଯାଇପାରେ ।
ଏଫଏଆଇ ମନି ଲଣ୍ଡରିଂ ମାମଲାରେ ଆଗକୁ ଯାଞ୍ଚ କରିବା ଲାଗି ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଓ ତାଙ୍କ ପୁଅ ହମଜା ଶହବାଜଙ୍କୁ ଗିରଫ କରିବାକୁ ଅନୁରୋଧ କରିଛି । ଏପଟେ ଅଦାଲତ ତାଙ୍କର ଆଗୁଆ ଜାମିନକୁ ୧୧ ଜୁନ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି । ତେବେ ଏହି ମନି ଲଣ୍ଡରିଂ ମାମଲାରେ ଶହବାଜ ଶରିଫ ଓ ତାଙ୍କ ପୁଅ ସହଯୋଗ କରୁ ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri