ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ ଉତ୍ସବ ୨୦୨୫’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭରତ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ମହେନ୍ଦ୍ର କୁମାର ବିଶ୍ବାଳ, ଅଧ୍ୟାପକ ସମୀର ରଞ୍ଜନ ସାହୁ, ଶିକ୍ଷୟତ୍ରୀ ସାରିକା ମଞ୍ଜୁରୀ ଦୁର୍ଗା ଏବଂ ଚୌଦ୍ରି ମାର୍ଥା ଦେବ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଶିକ୍ଷକ ହିମାଂଶୁ ଶେଖର ମାଝୀ ମଞ୍ଚ ପରିଚାଳନା କରିଥିବା ବେଳେ ଲିଙ୍ଗରାଜ ଖମାରୀ, ଚାଞ୍ଚଲ୍ୟ ବାଗ ଓ ଭବାନୀଶଙ୍କର ଦାସ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ପକ୍ଷରୁ ଆକାଂକ୍ଷା ମେଳା, ଟାଲେଣ୍ଟ ଗ୍ୟାଲେରୀ ଏବଂ ଦୁକାନ ଯାତ୍ରା ଭଳି ତିନୋଟି ପ୍ରମୁଖ ଷ୍ଟଲ୍‌ ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା।

ସରକାରଙ୍କ ଏହି ଅଭିନବ ପ୍ରୟାସ ଦ୍ୱାରା ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ଏଥିରେ ବହୁ ସଂଖ୍ୟାରେ ପୁରାତନ ଛାତ୍ରଛାତ୍ରୀ ଓ ଅଭିଭାବକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri