Posted inଜାତୀୟ

ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ, ୧ କୋଟି ଘରେ ଲାଗିବ ସୋଲାର ପ୍ୟାନେଲ

ନୂଆଦିଲ୍ଲୀ,୨୯।୨: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ଏକ ପ୍ରେସ ବ୍ରିଫିଙ୍ଗରେ କହିଛନ୍ତି କେନ୍ଦ୍ର କ୍ୟାବିନେଟ ବୈଠକରେ ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳିକୁ ମଞ୍ଜୁରୀ ମିଳିଛି। ଏହି ଯୋଜନା ଅଧୀନରେ ୧ କୋଟି ଘର ୩୦୦ ୟୁନିଟ ମାଗଣା ବିଦ୍ୟୁତ ପାଇବ ଏବଂ ବାର୍ଷିକ ୧୫,୦୦୦ ହଜାର ଟଙ୍କା ସଞ୍ଚୟ ହେବ। ଫେବୃଆରୀ ୧୩ରେ ପ୍ରଧାନମନ୍ତ୍ରୀ ମୋଦି ଏହି ଯୋଜନା ଆରମ୍ଭ କରିଥିଲେ। ଏଥିରେ ପ୍ରତ୍ୟେକ ପରିବାର ପାଇଁ ଦୁଇ କିଲୋୱାଟ ପର୍ଯ୍ୟନ୍ତ ଏକ ଛାତ ଉପର ସୋଲଶର ପ୍ୟାନେଲର ମୂଲ୍ୟ ୧୪୫,୦୦୦ ଟଙ୍କା ହେବ। ସରକାର ଏଥିରେ ୭୮୦୦୦ଟଙ୍କା ସବସିଡି ଦେବେ। ଏହି ପରିପ୍ରେକ୍ଷୀରେ ଏକ ଜାତୀୟ ପୋର୍ଟାଲ ଉନ୍ମୋଚିତ ହୋଇଛି ଏବଂ ଘର ମାଲିକମାନେ ଏଥିରେ ବିକ୍ରେତା ବାଛିବାରେ ସକ୍ଷମ ହେବେ। ଏଥିପାଇଁ ସହଜ କିସ୍ତିରେ ବ୍ୟାଙ୍କରୁ ଋଣ ମଧ୍ୟ ଉପଲବ୍ଧ ହେବ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ କ୍ୟାବିନେଟ ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘରକୁ ଅନୁମୋଦନ କରିଛି: ଏକ କୋଟି ଘରେ ଛାତର ସୌର ବିଦ୍ୟୁତ ଉତ୍ପାଦନ ପାଇଁ ମାଗଣା ବିଦ୍ୟୁତ ଯୋଜନା ୭୫,୦୨୧ କୋଟି ଟଙ୍କା। ଏହି ଯୋଜନାରେ କେନ୍ଦ୍ର ସରକାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହା ଅନୁଯାୟୀ:
୧କିଲୋୱାଟ ସିଷ୍ଟମ ପାଇଁ ୩୦,୦୦୦ ଟଙ୍କା ସବସିଡି।
୨ କିଲୋଓ୍ବାଓ ସିଷ୍ଟମ ପାଇଁ ୬୦,୦୦୦ଟଙ୍କା ।
୩କିଲୋୱାଟ କିମ୍ବା ଅଧିକ କ୍ଷମତା ବିଶିଷ୍ଟ ସିଷ୍ଟମ ପାଇଁ ୭୮,୦୦୦ଟଙ୍କା ସବସିଡି ମିଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri