Posted inଜାତୀୟ

ଅଗଷ୍ଟ ୬ରେ ଏକାଥରେ ୫୦୮ ରେଲଓ୍ବେ ଷ୍ଟେଶନର ନବିକରଣ ପାଇଁ ଶିଳାନ୍ୟାସ କରିବେ ମୋଦି, ହେବ ନୂଆ ରେକର୍ଡ

ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୬ ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଲଓ୍ବେ ଷ୍ଟେଶନର ପାଇଁ ଶିଳାନ୍ୟାସ କରିବାକୁ ଯାଉଛନ୍ତି। ଏହି ପୁନଃନିର୍ମାଣ କାର୍ଯ୍ୟ ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ କରାଯିବ। ଏହି ଯୋଜନା ଅଧୀନରେ ସମୁଦାୟ ୧୩୦୯ଷ୍ଟେଶନକୁ ସାରା ଦେଶରେ ରିଡେଭଲପମେଣ୍ଟ କରାଯିବ।
ଏହି ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୦୮ରେଲଓ୍ବେ ଷ୍ଟେଶନର ପୁନଃନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହା ଅଧୀନରେ ମୋଟ ୨୪,୭୪୦ କୋଟିରୁ ଅଧିକ ହେବ। ଏହି ଖର୍ଚ୍ଚ ସହିତ ଏହି ଷ୍ଟେଶନଗୁଡ଼ିକ ନିର୍ମାଣ ହେବ। ସହରର ଉଭୟ ପାର୍ଶ୍ୱର ସଠିକ ଏକୀକରଣ ସହିତ ଏହି ଷ୍ଟେଶନଗୁଡିକୁ ‘ସିଟି ସେଣ୍ଟର୍ସ’ ଭାବରେ ବିକଶିତ କରିବାକୁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହେଉଛି।
ଏହି ୫୦୮ଷ୍ଟେଶନ ୨୭ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ବିସ୍ତାର ହୋଇଛି, ସେଥିମଧ୍ୟରୁ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫-୫୫, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଆସାମରେ ୩୨, ଓଡିଶାରେ ୨୫ ଟି ଅଛି। ପଞ୍ଜାବରେ ଷ୍ଟେଶନ, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧-୨୧, ଝାଡ଼ଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶରେ ଏବଂ ତାମିଲନାଡୁରେ ୧୮-୧୮, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ଟି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?