Posted inଜାତୀୟ

ପ୍ରିୟଙ୍କା ଚୋପ୍ରାଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ, ହେଲେ କୃଷକଙ୍କୁ ଭେଟିବାକୁ ସମୟ ନାହିଁ, ମିଛର ଫ୍ୟାକ୍ଟ୍ରି ହେଉଛନ୍ତି ମୋଦି: ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୧୬।୨: କୃଷକ ଆନ୍ଦୋଳନ ମଧ୍ୟରେ ବିହାରର ପୂର୍ବତନ େଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରଶ୍ନ ଉଠାଇଛନ୍ତି ଯେ ପ୍ରଧାନମନ୍ତ୍ରୀ କାହିଁକି ଅନ୍ନଦାତାଙ୍କୁ ଭେଟିବେ ନାହିଁ। ଶୁକ୍ରବାର (ଫେବୃଆରୀ ୧୬, ୨୦୨୪) ବିହାରର ସାସାରାମରେ ଲାଲୁ ପ୍ରସାଦ ଯାଦବଙ୍କ ସାନ ପୁଅ ମଧ୍ୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ଭେଟିବେ କିନ୍ତୁ ଚାଷୀଙ୍କୁ ଭେଟିବା ପାଇଁ ତାଙ୍କ ପାଖରେ ସମୟ ନାହିଁ। ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ଭାଗ ନେବାକୁ ଏଠାକୁ ଆସିଥିଲେ।

ତେଜସ୍ବୀ ଯାଦବ କହିଛନ୍ତି ଯେ କୃଷକମାନେ ଏମଏସପି ପାଇବା ଉଚିତ। ୨୦୨୪ରେ ସେମାନେ (ବିରୋଧୀ) ଭାଜପା ଏବଂ ନରେନ୍ଦ୍ର ମୋଦିଙ୍କୁ କ୍ଷମତାରୁ ହଟାଇବେ। ୧୭ ମାସ ମଧ୍ୟରେ, ସେ ୫ ଲକ୍ଷ ସରକାରୀ ଚାକିରୀ (ବିହାରରେ) ଯୋଗାଇବା କାର୍ଯ୍ୟ କରିଛନ୍ତି, କିନ୍ତୁ ନରେନ୍ଦ୍ର ମୋଦି ମିଥ୍ୟା କାରଖାନା ବା ବିଛର ଫ୍ୟାକ୍ଟ୍ରି। ଏବେ ସେମାନେ ବିହାରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦେବା ଉଚିତ। ସେ କହିଛନ୍ତି ଯେ ଆମେ କାହାକୁ ଭୟ କରୁନାହୁଁ। ଲାଲୁ ଯାଦବ ଏବଂ ତାଙ୍କ ପୁଅ କାହାକୁ ଭୟ କରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri