Posted inଜାତୀୟ

ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସ୍ବଦେଶୀ ଜିନିଷ କିଣିବାକୁ ଆହ୍ବାନ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୭ ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଥମେ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସେ କହିଛନ୍ତି,  ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

୨୦୧୪ରେ ପ୍ରଥମେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri