Posted inଜାତୀୟ

ପିଏମ୍‌ସି ବ୍ୟାଙ୍କ ଜାଲିଆତି: ସଞ୍ଜୟଙ୍କ ପତ୍ନୀଙ୍କୁ ତୃତୀୟ ଥର ଲାଗି ସମନ ଜାରି କଲା ଇଡି

ମୁମ୍ବାଇ,୨୯ ।୧୦: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ପଞ୍ଜାବ ଓ ମହାରାଷ୍ଟ୍ର ସହକାରୀ(ପିଏମ୍‌ସି) ବ୍ୟାଙ୍କ ଜାଲିଆତି ମାମଲାରେ ମଙ୍ଗଳବାର ହାଜର ହେବାକୁ କହିଛନ୍ତି । ବର୍ଷାଙ୍କୁ ତୃତୀୟଥର ପାଇଁ ଏହି ସମନ ଜାରି କରାଯାଇଛି । ଏହା ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏଜେନ୍ସି ସାମ୍ନାରେ ହାଜର ହେବାକୁ ମନା କରି ଦେଇଥିଲେ । ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବରରେ ଆର୍‌ବିଆଇ ପ୍ରତ୍ୟାହାର ସୀମାକୁ ହ୍ରାସ କରି ୪,୩୫୫ କୋଟି ଟଙ୍କା ଠକେଇ ପରେ ପିଏମ୍‌ସି ବ୍ୟାଙ୍କର କାର୍ଯ୍ୟକଳାପ ଉପରେ ପ୍ରତିବନ୍ଧକ ଲଗାଇ ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ବାୟୁ ପ୍ରଦୂଷଣ କେବଳ ଦିଲ୍ଲୀର ସମସ୍ୟା ନୁହେଁ ’

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲ କହିଛନ୍ତି ଯେ, ବାୟୁ ପ୍ରଦୂଷଣ କେବଳ ଜାତୀୟ...

ଇଲୋକ୍ଟ୍ରନିକ୍ସ୍‌ ମିଡ଼ିଆ ଉପରେ ସରକାରଙ୍କର କାହିଁକି ନାହିଁ ନିୟନ୍ତ୍ରଣ: ପ୍ରଶ୍ନ କଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ, ୧୦।୯: ଇଲୋକ୍ଟ୍ରିନିକ୍ସ୍‌ ମିଡ଼ିଆ ଏବଂ ଟେଲିଭିଜନ ଉପରେ କାହିଁକି ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ବମ୍ବେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି। ବଲିଉଡ୍‌ ଅଭିନେତା...

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର...

ଦେଶର ସବୁଠୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ଉତ୍‌କ୍ଷେପଣ: ବଢିବ ଇଣ୍ଟରନେଟ୍‌ ସ୍ପିଡ୍‌

ବେଙ୍ଗାଲୁରୁ,୧୭।୧:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ପୁଣି ଇତିହାସ ରଚିଛି। ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର...

ଜମାଟୋରେ ଅର୍ଡର କଲେ ରୋଲ୍‌: ଆକାଉଣ୍ଟରୁ କଟିଗଲା ୯୧ହଜାର ଟଙ୍କା

ନୂଆଦିଲ୍ଲୀ,୧୧।୧୨: ଜମାଟୋକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଥିବା ବେଳେ ଦିଲ୍ଲୀ ଗାଜିଆବାଦରେ ଆଉ ଏକ ଘଟଣା ଦେଖିବାକୁ ମିଳିଛି। ଜମାଟୋରୁ ଆସିଥିବା...

କିଡ୍‌ନୀ ର଼୍ୟାକେଟ୍‌ରେ ୧୩ ଡାକ୍ତର

ନୂଆଦିଲ୍ଲୀ,୧୦ା୬(ଆଇଏଏନ୍‌ଏସ୍‌): ଦିଲ୍ଲୀର ୧୩ ଜଣ ଜଣାଶୁଣା ଘରୋଇ ସର୍ଜନ ଅନ୍ତର୍ଜାତୀୟ କିଡ୍‌ନୀ ପ୍ରତିରୋପଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ସେମାନେ ଏବେ ଉତ୍ତରପ୍ରଦେଶ ପୋଲିସ୍‌ର...

ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…

କୋଲକାତା/ଥିରଭାନନ୍ତପୁରମ୍‌,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି।...

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି।...

Advertisement
Archives

Model This Week