ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା। ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ। ଓଡ଼ିଶାବାସୀଙ୍କ ପାଇଁ କୋଲକାତା ଦ୍ବିତୀୟ ଘର ବୋଲି ମୋହନ ମାଝୀ କହିଛନ୍ତି। ଦୀର୍ଘ ଦିନର ସଂଘର୍ଷ ପରେ ବେଙ୍ଗଲରେ ନୂଆ ସକାଳ, ନୂଆ ଇତିହାସ ସୃଷ୍ଟି ହୋଇଛି। ଶନିବାର ବେଙ୍ଗଲ ନୂଆ ସକାଳ ଦେଖିବ, ରାଜ୍ୟରେ ବିକାଶ ହେବ। ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା ହେଲା

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ  ବୋଲି ବିଧାୟକ ଦଳ ବୈଠକ ପରେ ଘୋଷଣା କରିଛନ୍ତି।ଶନିବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ। କୋଲକାତାର ବ୍ରିଗେଡ୍‌ ପରେଡ୍‌ ମଇଦାନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri