ପ୍ରଧାନମନ୍ତ୍ରୀଙ୍କ ୟୁଏଇ-କୁଏତ ଗସ୍ତ ବାତିଲ…

ନୂଆଦିଲ୍ଲୀ, ୨୯।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁଏଇ ଏବଂ କୁଏତ ଗସ୍ତକୁ ବାତିଲ କରାଯାଇଛି। ୨୦୨୨ ଜାନୁୟାରୀ ୬ରେ ଏହି ପ୍ରସ୍ତାବିତ ଗସ୍ତ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଓମିକ୍ରନ୍‌ ସଙ୍କଟ ଯୋଗୁ ସ୍ଥିତିରେ ସୁଧାର ଆସିଲେ ପୁଣି ନୂଆ ଗସ୍ତକ୍ରମ ତାରିଖ ଘୋଷଣା କରାଯିବ ବୋଲି ସାଉଥ୍‌ ବ୍ଲକ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ଭବତଃ ଫେବୃୟାରୀରେ ନୂଆ ଗସ୍ତକ୍ରମ ତାରିଖ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇପାରେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri