ପିଏନ୍‌ବି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଓଡ଼ିଶା ଗସ୍ତ ଆଜି

ଭୁବନେଶ୍ୱର: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏ.କେ.ଆଜାଦ ବୁଧବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱରସ୍ଥିତ ପିଏନ୍‌ବିର ଆଞ୍ଚଳିକ କାର୍ଯ୍ୟାଳୟ ସମେତ କଟକସ୍ଥିତ ରାମ୍‌ ସେଣ୍ଟର ଏବଂ କିଛି ଶାଖାକୁ ମଧ୍ୟ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ପିଏନ୍‌ବିର ଆଞ୍ଚଳିକ ମୁଖ୍ୟ ଅଶ୍ୱିନୀ କୁମାର, ପିଏନ୍‌ବି କଟକ ମଣ୍ଡଳର ମୁଖ୍ୟ ଶିବାନନ୍ଦ ଭଞ୍ଜ ପ୍ରମୁଖ ଉପସ୍ଥିତ ରହିବେ। ଏହି ଅବସରରେ ସେ ପିଏନ୍‌ବିର ବିଭିନ୍ନ ମଣ୍ଡଳ ମୁଖ୍ୟ,ଏମ୍‌ସିସି ମୁଖ୍ୟ ଏବଂ ରାମ୍‌ ମୁଖ୍ୟମାନଙ୍କୁ ଭେଟିବା ସହ ଋଣ ଯୋଜନା ସମ୍ପର୍କରେ ଆଲୋଚନା କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ବ୍ୟାଙ୍କ ପକ୍ଷରୁ ସୂଚନା ମିଳିିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ସିଏଲ୍‌ ନିର୍ଦ୍ଦେଶକଙ୍କୁ ଭେଟିଲେ ଜର୍ମାନୀ କନ୍‌ସୁଲେଟ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜର୍ମାନୀ କନ୍‌ସୁଲେଟ୍‌ ଜେନେରାଲ୍‌ ମନଫ୍ରେଡ୍‌ ଆଷ୍ଟର ବୁଧବାର ବିଏସ୍‌ସିଏଲ୍‌ର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସ୍ମାର୍ଟ ସିଟି...

ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ଆର୍‌ବିଆଇ ଇଡି

ମୁମ୍ବାଇ: ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଟି. ରବିଶଙ୍କର ନିଜର ମତ ରଖିଛନ୍ତି। ବ୍ୟକ୍ତିଗତ ଡାଟାର ସୁରକ୍ଷା ଲାଗି ଆଇନକୁ...

ସ୍ବଦେଶୀ ଆପ୍‌ ‘ସନ୍ଦେଶ’ ପ୍ରତି ଆକର୍ଷଣ ବଢୁଛି

ନୂଆଦିଲ୍ଲୀ: ସରକାର ପ୍ରଥମେ ବିଭିନ୍ନ ଚାଇନା ଆପକୁ ବ୍ୟାନ କଲେ। ଦେଶର ସୁରକ୍ଷା ଓ ସମ୍ପ୍ରଦାୟିକ ଘଟଣାରୁ ବିରୋଧୀ ଗୋଷ୍ଟୀଙ୍କ କବଳରୁ ଦେଶକୁ ରକ୍ଷା କରିବା ପାଇଁ...

ଲିଟର ପିଛା ୬୦ ପଇସା ଲେଖାଏ ବଢିଲା ପେଟ୍ରୋଲ, ଡିଜେଲ

ନୂଆଦିଲ୍ଲୀ,୮।୬: କୋଭିଡ୍‌-୧୯ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ ଧୀରେ ଧୀରେ କୋହଳ ହେଉଥିବାରୁ ପେଟ୍ରୋଲ ଡିଜେଲ ଚାହିଦାରେ ପରିବର୍ତ୍ତନ ଦେଖାଯାଇଛି। ଅନ୍ତର୍ଜାତୀୟ ବଜାରରେ ରବିବାର ବ୍ରେଣ୍ଟ...

ଚାଇନାରୁ କେମିକାଲ ଆମଦାନୀ କମିବ;ପ୍ରସ୍ତୁତ ହେଉଛି ୨୫ ହଜାର କୋଟିର ଯୋଜନା

ନୂଆଦିଲ୍ଲୀ,୧୯।୯: ଚାଇନାରୁ କେମିକାଲ ଆମଦାନୀ କମାଇବା ଲାଗି କେନ୍ଦ୍ର ସରକାର ଏବେ ଚିନ୍ତା କରୁଛନ୍ତି। ଏଥିଲାଗି ୨୫ ହଜାର କୋଟି ଟଙ୍କାର ଏକ ଯୋଜନା ପ୍ରସ୍ତୁତ...

ବିଜିୟୁ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୩୧।୭: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବ ଜରିଆରେ ୨୦୨୩-୨୪ ଶିକ୍ଷାବର୍ଷର...

ଇଣ୍ଡିଗୋର ନୂଆ ସିଇଓ ହେଲେ ପିଟର ଏଲବର୍ସ

ନୂଆଦିଲ୍ଲୀ,୧୮।୫: ଇଣ୍ଡିଗୋର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ପିଟର ଏଲବର୍ସଙ୍କୁ ନିଯୁକ୍ତି ମିଳିଛି। ଅନୁମୋଦନ ପରେ ଆସନ୍ତା ଅକ୍ଟୋବର ୧ କିମ୍ବା ପୂର୍ବରୁ ସେ...

ଓଏନ୍‌ଜିସି ସର୍ବାଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ

ନୂଆଦିଲ୍ଲୀ,୧୧-୨: ଓଏନ୍‌ଜିସି, ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଏବଂ ଏନ୍‌ଟିପିସି ୨୦୧୮-୧୯ର ସବୁଠାରୁ ଅଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇପାରିଛନ୍ତି। ଏହାବାଦ ବିଏସ୍‌ଏନ୍‌ଏଲ୍‌, ଏୟାର ଇଣ୍ଡିଆ,...

Advertisement
Archives

Model This Week