ପିଏନ୍‌ବିର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୨।୫: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନବି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପିଏନବି ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରିଛି। ଏପରିକି ବ୍ୟାଙ୍କ ୪ର୍ଥ ତ୍ରୈମାସରେ ଆଶାତୀତ ସଫଳତା ହାସଲ ସହ ଉତ୍ତମ ଆର୍ଥିକ ପ୍ରଦର୍ଶନ ଜାରି ରଖିଛି। ଉପରୋକ୍ତ ତ୍ରୈମାସରେ ବ୍ୟାଙ୍କ ପ୍ରାୟ ୧୧୫୯ କୋଟି ଟଙ୍କାର ନେଟ ଲାଭ ହାସଲ କରିଛି। ସେହିଭଳି ୨୦୨୧-୨୨ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ବ୍ୟାଙ୍କ ୪୭୩.୬% ଅଭିବୃଦ୍ଧି ହାସଲ କରିଛି। ଫଳରେ ବ୍ୟାଙ୍କର ଅନାଦାୟ ଋଣ ବା ଏନପିଏ ହାର ମଧ୍ୟ ୨.୭୨% କୁ ହ୍ରାସ ପାଇଛି। ସେହିଭଳି ୨୦୨୩ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ବ୍ୟାଙ୍କର ନେଟ୍‌ ସୁଧ ଆୟ ପ୍ରାୟ ୯,୪୯୯ କୋଟି ଟଙ୍କା ହୋଇଛି। ଯାହା ୨୦୨୧-୨୨ ଆର୍ଥିକ ବର୍ଷର ଉକ୍ତ ଅବଧି ମଧ୍ୟରେ ହୋଇଥିବା ଆୟ ତୁଳନାରେ ୩୦.୦୫% ଅଧିକ ରହିଛି। ସେହିପରି ଅସୁଲ ହୋଇପାରୁନଥିବା ଋଣ ଲାଗି ପ୍ରୋଭିଜନ ବାବଦରେ ବ୍ୟାଙ୍କ ୩୬୨୪.୭ କୋଟି ଟଙ୍କାର ବ୍ୟବସ୍ଥା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri