ଆଇଆଇଏଫ୍‌ସିଏଲ୍‌ ସହ ପିଏନ୍‌ବିର ବୁଝାମଣା

ଭୁବନେଶ୍ୱର,୧୦ା୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ଏବଂ ଇଣ୍ଡିଆ ଇନ୍‌ଫ୍ରାଷ୍ଟ୍ରକଚର ଫାଇନାନ୍ସ କମ୍ପାନୀ ଲିମିଟେଡ (ଆଇଆଇଏଫ୍‌ସିଏଲ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର କାରବାର ବୃଦ୍ଧି ସହିତ ଆଇଆଇଏଫସିଏଲ୍‌ର ପ୍ରକଳ୍ପଗୁଡିକୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ପିଏନବି ସହ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ବାକ୍ଷର ହୋଇଛି।

ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ପିଏନବିର କର୍ପୋରେଟ କାର୍ଯ୍ୟାଳୟଠାରେ ଏକ ଏମ୍‌ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପିଏନବିର ଏମଡି ତଥା ସିଇଓ ଅତୁଲ କୁମାର ଗୋଏଲ ଏବଂ ଆଇଆଇଏଫସିଏଲର ଏମଡି ଡ. ପି. ଆର ଜୟଶଙ୍କର ଉଭୟ ପିଏନବି ଏବଂ ଆଇଆଇଏଫସିଏଲର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏମ୍‌ଓୟୁ ସ୍ବାକ୍ଷର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ରେଲଓ୍ବେର ଏହି ଷ୍ଟକ, ମାର୍ଚ୍ଚ ୨୦ ଭିତରେ ଶୀଘ୍ର କିଣି ନିଅନ୍ତୁ!

ଚଳିତ ସପ୍ତାହରେ ଇଣ୍ଡିଆନ ରେଲୱେ ଫାଇନାନ୍ସ କର୍ପୋରେସନ (IRFC)ର ଶେୟାର ଖବରରେ ଅଛି। କମ୍ପାନୀ ୧୭ ମାର୍ଚ୍ଚ, ୨୦୨୫ ରେ ବୋର୍ଡ ବୈଠକର ତାରିଖ ସ୍ଥିର...

କାହିଁକି ହୁ ହୁ ହୋଇ ବଢୁଛି ଜମିର ମୂଲ୍ୟ, ସାମ୍ନାକୁ ଆସିଲା ବଡ଼ ସତ

ଗତ କିଛି ବର୍ଷ ମଧ୍ୟରେ ରିଅଲ ଇଷ୍ଟେଟ ସେକ୍ଟରରେ ଏକ ବଡ଼ ଉନ୍ନତିର ସାକ୍ଷୀ ହୋଇଛି। କେବଳ ଫ୍ଲାଟ ନୁହେଁ, ଜମିର ମୂଲ୍ୟ ମଧ୍ୟ ଦ୍ରୁତ...

Sahara Refund: ଫେରିବ ସାହାରା ଟଙ୍କା, ନୂଆ ଲିଷ୍ଟ ଜାରି କଲା କମ୍ପାନୀ, ଆପଣଙ୍କର ଅଛି କି ନାଁ

ନୂଆଦିଲ୍ଲୀ,୧୪।୩:ସାହାରା ଇଣ୍ଡିଆରେ ନିବେଶ କରିଥିବା ନିବେଶକଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଏହି ନିବେଶ କମ୍ପାନୀର ନିବେଶ କରିଥିବା ବ୍ୟକ୍ତିଙ୍କୁ ଖୁବଶୀଘ୍ର ଟଙ୍କା...

ମହଙ୍ଗା ମାଡରେ ଯୁଝୁଛି ଏହି ରାଜ୍ୟ, ନାଁ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୧୪।୩: ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ପାଇଥିଲେ ମଧ୍ୟ, ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (NSO)ର ତଥ୍ୟ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟରୁ...

ମାର୍ଚ୍ଚରେ ଦେଶବ୍ୟାପୀ ଦୁଇଦିନ ବ୍ୟାଙ୍କ ବନ୍ଦ, ଆଗରୁ ସାରି ଦିଅନ୍ତୁ ସବୁ କାମ

ନୂଆଦିଲ୍ଲୀ,୧୪ା୩: ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ...

ଇଭି ଗାଡ଼ି ମାଲିକମାନଙ୍କୁ ସବସିଡିରେ ମିଳିଛି ₹୨୩୨.୪୫ କୋଟି ଟଙ୍କା

ଭୁବନେଶ୍ୱର,୧୪ା୩: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି)...

ହୋଲିରେ ପୁଣି ବଢ଼ିଲା ସୁନା ଦର, କେତେ ଟଙ୍କାରେ ପହଞ୍ଚିଲା ଜାଣନ୍ତୁ…

ନୂଆଦିଲ୍ଲୀ,୧୩ା୩: ଦିଲ୍ଲୀରେ ସୁନା ଦର ଗୁରୁବାର ୧୦ ଗ୍ରାମ୍‌ ପ୍ରତି ୬୦୦ ଟଙ୍କା ବୃଦ୍ଧି ପାଇ ସର୍ବାଧିକ ୮୯,୪୫୦ ଟଙ୍କାରେ ପହଞ୍ଚିଛି। ବୁଧବାର ୯୯.୯ ପ୍ରତିଶତ...

ବୀମା ବଜାରରେ ପତଞ୍ଜଳି ଆୟୁର୍ବେଦର ଏଣ୍ଟ୍ରି

ନୂଆଦିଲ୍ଲୀ,୧୩।୩: ଯୋଗଗୁରୁ ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳି ଆୟୁର୍ବେଦ ଏବେ ବୀମା କ୍ଷେତ୍ରରେ ପ୍ରବେଶ କରିଛି। କମ୍ପାନୀ ମାଗ୍‌ମା ଜେନେରାଲ ଇନସୁରାନ୍ସର ଏକ ପ୍ରମୁଖ ଅଂଶଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri