ଆଇଆର୍‌ଇଡିଏ ସହ ପିଏନ୍‌ବିର ବୁଝାମଣା

ଭୁବନେଶ୍ୱର,୨୬।୨: ଦେଶର ପ୍ରମୁଖ ଅକ୍ଷୟ ଶକ୍ତି ଉତ୍ପାଦନକାରୀ ସଂସ୍ଥା ତଥା ଇଣ୍ଡିଆନ୍‌ ରିନୁଏବୁଲ ଏନର୍ଜି ଡେଭଲପମେଣ୍ଟ ଏଜେନ୍ସି (ଆଇଆର୍‌ଇଡିଏ) ଏବଂ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥା (ଆଇଆରଇଡିଏ ଏବଂ ପିଏନ୍‌ବି) ମିଳିତ ଭାବେ ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଆବଶ୍ୟକ ସହଯୋଗ ଯୋଗାଇଦେବା ଉଦ୍ଦେଶ୍ୟରେ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଯାଇଛି।

ଏହି ପରିପ୍ରେକ୍ଷୀରେ ଆଇଆର୍‌ଇଡିଏ ମୁଖ୍ୟାଳୟ ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପିଏନ୍‌ବିର ଏମ୍‌ଡି ତଥା ସିଇଓ ଅତୁଲ କୁମାର ଗୋଏଲ, ସିଜିଏମ୍‌ (ସିସି) ରାଜୀବ, ଜିଏମ୍‌ (ସିସି)ମୋହିତ ଧାଓ୍ବନ ଏବଂ ଜିଏମ୍‌ (ଇଏଲ୍‌ସିବି) ଗୌରବ ଗୁପ୍ତାଙ୍କ ସମେତ ଆଇଆର୍‌ଇଡିଏର ସିଏମ୍‌ଡି ପ୍ରଦୀପ କୁମାର ଦାସ, ନିର୍ଦ୍ଦେଶକ (ଅର୍ଥ) ଡ. ବି.କେ. ମହାନ୍ତି ଏବଂ ଜିଏମ୍‌ (ଅର୍ଥ)ଡ. ରମେଶ ଚନ୍ଦ୍ର ଶର୍ମା ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri