ପୋକୋ ଏକ୍ସ୫ ୫ଜି ଉନ୍ମୋଚିତ

ନୂଆଦିଲ୍ଲୀ,୧୬।୩: କଞ୍ଜ୍ୟୁମର ଟେକ୍ନୋଲୋଜି ବ୍ରାଣ୍ଡ୍‌ ପୋକୋର ଲୋକପ୍ରିୟ ଏକ୍ସ-ସିରିଜ୍‌ ଅଧୀନରେ ଏକ ନୂଆ ସ୍ମାର୍ଟଫୋନ୍‌ ପୋକୋ ଏକ୍ସ୫ ୫ଜି କୁ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ପୋକୋ ଇଣ୍ଡିଆ ଉତ୍ସାହଜନକ ଫିଚର ଯେ ପରିକି କ୍ୱାଲ୍‌କମ୍‌ ସ୍ନାପ୍‌ଡ୍ରାଗନ ୬୯୫ପ୍ରୋସେସର, ୬.୬୭ ଇଞ୍ଚ୍‌ ୧୨୦ଏଚ୍‌ଜେଡ୍‌ ସୁପର ଆମୋଲେଡ୍‌ ଡିସ୍‌ପ୍ଲେ, ୪୮ ଏମ୍‌ପି ଟ୍ରିପଲ୍‌ କ୍ୟାମେରା ଓ ୩୩ୱାଟ୍‌ ଫାଷ୍ଟ୍‌ ଚାର୍ଜିଂ ଦ୍ୱାରା ସମର୍ଥିତ ୫୦୦୦ ଏମ୍‌ଏଏଚ୍‌ ବ୍ୟାଟେରି ସହିତ ଦି ୫ଜି ଅଲ୍‌ଷ୍ଟାର୍‌କୁ ବଜାରକୁ ଆଣିଛି।

ଦୁଇଟି ଷ୍ଟୋରେଜ୍‌ ଭାରିଆଣ୍ଟ ୬ଜିବି+୧୨୮ଜିବି ଓ ୮ଜିବି+୨୫୬ଜିବି ଏବଂ ୩ଟି ଆକର୍ଷଣୀୟ ରଙ୍ଗ ସୁପରନୋଭା ଗ୍ରୀନ୍‌, ୱାଇଲ୍ଡକ୍ୟାଟ୍‌ ବ୍ଲୁ, ଜାଗୁଆର ବ୍ଲାକ୍‌ରେ ଶୁଭାରମ୍ଭ ହୋଇଥିବା ପୋକୋ ଏକ୍ସ୫ ୫ଜିର ମୂଲ୍ୟ ଯଥାକ୍ରମେ ୧୮୯୯୯ ଟଙ୍କା ଓ ୨୦,୯୯୯ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri