ପରପାରିରେ କବି ପ୍ରମୋଦ କୁମାର ମହାନ୍ତି

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ୧୯୬୭ଠାରୁ ସେ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ ତାଙ୍କୁ କବି ଭାବରେ ପ୍ରତିଷ୍ଠା କରିଥିଲା । ସେ ଦୀର୍ଘ ଚାରି ଦଶନ୍ଧି ହେବ ଜଣେ ପ୍ରତିଷ୍ଠିତ କବି ଭାବେ ଜଣାଶୁଣା ଥିଲେ। ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି।...

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ...

୩୯ କେଜି ଅଫିମ ଚୋପା ଜବତ: ମା’ ସହ ୨ ଝିଅ ଓ ଅଟୋ ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)/ପାତ୍ରପଡା (ଡି.ଏନ.ଏ.): ଖଣ୍ଡଗିରି ଥାନା ବରମୁଣ୍ଡା ଛକ ନିକଟରେ ଅଫିମ ଚୋପା ଚୋରା ଚାଲାଣବେଳେ ୪ଜଣ ବେପାରୀ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲାର ବୋଲଗଡ...

ତିର୍ତ୍ତୋଲ ଉପନିର୍ବାଚନ: ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା

ଜଗତ୍‌ସିଂହପୁର ଅଫିସ, ୨୭।୭: ଜୁଲାଇ ୬ରେ ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁ ଚରଣ ଦାସଙ୍କ ପରଲୋକ ହୋଇଯାଇଛି। ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ...

ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଚାଞ୍ଚଲ୍ୟ। ଏକ ବନ୍ଦ କୋଠରିରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳର ଏକ...

ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା...

CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ...

ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି...

Advertisement
Archives

Model This Week