Posted inରାଜ୍ୟ

କବିତା ଆସର ‘ଶେଷସ୍ପର୍ଶ’

ଭୁବନେଶ୍ୱର,୩୧।୧୨: କେଦାରନାଥ ଗବେଷଣା ଅନୁଷ୍ଠାନ ପକ୍ଷରୁ ଗୁରୁବାର କବିତା ଆସର ‘ଶେଷ ସ୍ପର୍ଶ’ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ କବିତା ଆସରରେ ପ୍ରାକ୍ତନ ଏମ୍‌ପି ତଥା ବରିଷ୍ଠ କବି ପ୍ରସନ୍ନ କୁମାର ପାଟଶାଣୀ ଯୋଗଦେଇ କବିତାର ମୃତ୍ୟୁ ନାହିଁ ବୋଲି ମତ ଦେଇଥିଲେ। ମୁଖ୍ୟ ଅତିଥି ଓଡ଼ିଆ ସାହିତ୍ୟ ଏକାଡେମୀ ପୂର୍ବତନ ସଚିବ ହରପ୍ରସାଦ ପରିଚ୍ଛା ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ କବି ଡ. ହୃଷୀକେଶ ମଲ୍ଲିକ, ଯୁଗ୍ମ ସମ୍ପାଦକ ଡ. ଦେବାଶିଷ ମହାପାତ୍ର ସମେତ ବହୁ କବି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?