ରାଜ୍ୟପାଳଙ୍କ କରକମଳରେ କବିତା ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ରାଜଭବନରେ କବୟିତ୍ରୀ ସୁଶ୍ରୀ ହରପ୍ରିୟା ସାହୁଙ୍କ କବିତା ସଂକଳନ ‘ଶିଶୁ କବିତା ସମଗ୍ର’ ଏବଂ ୭ଟି କବିତା ପୁସ୍ତକର ଏକତ୍ରିତ ରୂପ ‘ସପ୍ତବର୍ଣ୍ଣା’ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ କରକମଳରେ ଗୁରୁବାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କବୟିତ୍ରୀ ସୁଶ୍ରୀ ହରପ୍ରିୟା ସାହୁ , ବରିଷ୍ଠ କବି ସମ୍ପାଦକ ଭିକାରୀ ଧଳ,ବରିଷ୍ଠ କବି ରକ୍ଷକ ନାୟକ ଏବଂ ପ୍ରକାଶକ ମାନମୟୀ ରଥ ଉପସ୍ଥିତ ଥିଲେ। ଏକକାଳୀନ ଏତେ ସଂଖ୍ୟକ ପୁସ୍ତକ କିଭଳି ରଚନା କରିପାରିଛନ୍ତି ବୋଲି ରାଜ୍ୟପାଳ ଆନନ୍ଦ ପ୍ରକାଶ କରିଥିଲେ। ଏକ ନିଆରା ତଥା ଭିନ୍ନ ପରିବେଶରେ ଏଭଳି ଉନ୍ମୋଚନ ଉତ୍ସବରେ ନିଜ ବହିଟିକୁ ଉନ୍ମୋଚିତ ହେବାର ଦେଖି କବି ଆନନ୍ଦ ହେବା ସହ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri