Posted inଫୁରସତ

ଭାଷାକୁ ସୁରକ୍ଷା ଦିଏ କବିତା

କବି ଜଣେ ସାଧାରଣ ମଣିଷ ନୁହନ୍ତି। ତାଙ୍କ ମଧ୍ୟରେ ପ୍ରତିଟି ଜିନିଷକୁ ଏକ ଭିନ୍ନ ଦୃଷ୍ଟିରେ ଦେଖିବାର ସୃଜନଶୀଳତା ରହିଥାଏ। ଜଣେ ସାଧାରଣ ଲୋକ ଦେଖୁଥିବା ବିଭିନ୍ନ ଜିନିଷ ଅବା ପ୍ରକୃତିକୁ କବି ଅନ୍ୟ ଢଙ୍ଗରେ ଦେଖିଥାନ୍ତି। କବି ମନର ଅଭିବ୍ୟକ୍ତିି ଶବ୍ଦର ରୂପ ନେଇ କବିତା ସୃଷ୍ଟି କରିଥାଏ। କବିତା କବି ମନର କଥାକୁ ଅତି ସହଜ ଭାଷାରେ କହି ବସିଥାଏ। କବିତାର ବିକାଶ ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୧ରେ ବିଶ୍ୱ କବିତା ଦିବସ ପାଳନ କରାଯାଇଥାଏ।
ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ ୟୁନେସ୍କୋ ଦ୍ୱାରା ୧୯୯୯ରେ ଏହି ଦିବସ ପାଳନ ପାଇଁ ଘୋଷଣା କରାଯାଇଥିଲା। କବିତାର ଅଭିବ୍ୟକ୍ତି ମାଧ୍ୟମରେ ଭାଷା ବିବିଧତାକୁ ସମର୍ଥନ କରିବା ଏବଂ ଲୋପ ପାଉଥିବା ଭାଷାକୁ ସୁରକ୍ଷା ପ୍ରଦାନ କରିବା ଏହି ଦିବସର ମୂଳ ଲକ୍ଷ୍ୟ। କବିତା ପଢ଼ିିବା, ଲେଖିବା, ପ୍ରକାଶନ ଏବଂ ଶିକ୍ଷାଦାନକୁ ପ୍ରୋତ୍ସାହିତ କରିବା ଲାଗି ଏହି ଦିବସ ପାଳନ ଅବସରରେ ବହୁ କାର୍ଯ୍ୟକ୍ରମ ଆୟୋଜନ ହୋଇଥାଏ। ୟୁନେସ୍କୋ ଘୋଷଣାନାମା ଅନୁଯାୟୀ ଜାତୀୟ, ଆଞ୍ଚଳିକ ତଥା ଅନ୍ତର୍ଜାତୀୟ ସ୍ତରରେ କବିତାର ବିକାଶ ଲାଗି ନୂତନ ମାନ୍ୟତା ଏବଂ ଉତ୍ସାହ ସୃଷ୍ଟି କରିବା।


Enter your email to get our daily news in your inbox.

All Right Reserved By Dharitri.Com

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri