Odisha Elections 2024
Posted inଖେଳ

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ ଜିତିଛି। ଏହା କେକେଆର୍‌ ପାଇଁ ଏକପାଖିଆ ବିଜୟ ଥିଲା। ବର୍ତ୍ତମାନ ଏହି ବିଜୟ ପରେ ପଏଣ୍ଟ ଟେବୁଲରେ କ’ଣ ପରିବର୍ତ୍ତନ ହୋଇଛି ଆସନ୍ତୁ ଜାଣିବା।
ବିଜୟ ପରେ କୋଲକାତା ୧୨ ପଏଣ୍ଟ ଏବଂ ନେଟ ରନ ହାର +୧.୦୯୬ ସହିତ ଦ୍ୱିତୀୟ ସ୍ଥାନରେ ଅଛି। ଏହା ବ୍ୟତୀତ ହାରିଥିବା ଦିଲ୍ଲୀ ଦଳ ଷଷ୍ଠ ସ୍ଥାନରେ ରହିଛି। ଦିଲ୍ଲୀର ୧୦ ପଏଣ୍ଟ ଏବଂ ନେଟ ରନ ହାର -୦.୪୪୨ ରହିଛି।
ରାଜସ୍ଥାନ ରୟାଲ୍ସ ୧୬ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ଅଛି। ତା’ପରେ କୋଲକାତା ୧୨ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ଅଛି। ଏହା ପରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ଯଥାକ୍ରମେ ୧୦-୧୦ ପଏଣ୍ଟ ସହ ତୃତୀୟ ଏବଂ ଚତୁର୍ଥ ସ୍ଥାନରେ ରହିଛି। ଚେନ୍ନାଇର ନେଟ ରନ ହାର +୦.୮୧୦ ଏବଂ ହାଇଦ୍ରାବାଦର ନେଟ ରନ ହାର +୦.୦୭୫ ରହିଛି।
ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଯଥାକ୍ରମେ ୧୦-୧୦ ପଏଣ୍ଟ ସହିତ ପଞ୍ଚମ ଏବଂ ଷଷ୍ଠ ସ୍ଥାନରେ ଅଛନ୍ତି। ଏହା ପରେ ଗୁଜରାଟ ଟାଇଟାନ୍ସ ୮ ପଏଣ୍ଟ ସହ ସପ୍ତମ ସ୍ଥାନରେ ରହିଛି। ତା’ପରେ ପଞ୍ଜାବ କିଙ୍ଗସ, ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଯଥାକ୍ରମେ ୬-୬ ପଏଣ୍ଟ ସହ ଅଷ୍ଟମ, ନବମ ଏବଂ ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ...

ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି...

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri