ଜଳ ଛତ୍ରରେ ଦୁର୍ବୃତ୍ତ ମିସାଇଲେ ବିଷ: ପାଣି ପିଇ ୩ ଗୁରୁତର

ମାଲକାନଗିରି,୨୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍ପିଭି ୪୯ ଗ୍ରାମରେ ଜଳ ଛତ୍ରରେ ଗୁରୁବାର ଦୁର୍ବୃତ୍ତ ବିଷ ମିସାଇଦେଇଛନ୍ତି । ବିଷ ପାଣି ପିଇ ୩ ଗୁରୁତର ହୋଇଛନ୍ତି।
ସୂଚନାନୁଯାୟୀ, ମାଲକାନଗିରି ଜିଲା ଅନ୍ତର୍ଗତ ଏମ୍ପିଭି ୪୯ ଗ୍ରାମରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଜଳ ଛତ୍ର ଖୋଲା ଯାଇଥିଲା । ଏହି ଜଳ ଛତ୍ରରେ କେହି ଦୁର୍ବୃତ୍ତ ବିଷ ମିଶାଇ ଦେଇଥିବା ବେଳେ ରାସ୍ତାରେ ଯାଉଥିବା ୩ ଜଣ ବାଟୋଇ ଏଥିରୁ ପାଣି ପିଇ ଥିଲେ । ଏହି ବିଷାକ୍ତ ପାଣି ପିଇ ୩ ଗୁରୁତର ହୋଇ ପଡ଼ିଥିଲେ। ତେବ ସେମାନଙ୍କୁ ତୁରନ୍ତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ କାଉନସିଲର

ପାରାଦୀପ, ୩୦ା୭ (ସ୍ବ.ପ୍ର.): ପାରାଦୀପ ପୌର ପରିଷଦ ୧୭ ନଂ. ୱାର୍ଡର ଭାଜପା କାଉନସିଲର ରୁନି ପରିଡା ଶୁକ୍ରବାର ସାରେ ସ୍ବାଧୀନ ସଙ୍ଗଠନ ଆମ ପାରାଦୀପ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬,...

ପରିତ୍ୟକ୍ତ କୂଅରୁ ଅଜଗର ଉଦ୍ଧାର

ଅମରପାଲି, ୧୯।୭ (ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ସୁବଳୟାରେ ନଦୀପାର୍ଶ୍ୱରେ ଥିବା ଏକ ପରିତ୍ୟକ୍ତ କୂଅରୁ ବନବିଭାଗ ଏକ ଅଜଗରକୁ ଉଦ୍ଧାର କରିଛି। ଅପରାହ୍ନ...

ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା...

ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍‌ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ...

ରଙ୍ଗହୀନ ଢେଙ୍କାନାଳ ରେଳଷ୍ଟେଶନ

ଢେଙ୍କାନାଳ ଅଫିସ, ୭।୨(ରତନ ନାୟାର): ପ୍ରତିବର୍ଷ ଆସୁଛି ରେଳବଜେଟ। ଓଡ଼ିଶା ଭାଗରେ ଦାବିଠାରୁ ଅଧିକ ଟଙ୍କା ପଡ଼ିଥିବା କହି କେନ୍ଦ୍ର ଦେଖାଉଛି ଗୋଲାପୀ ଚିତ୍ର। ଏହାକୁ...

ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର...

ସ୍ବେଚ୍ଛାସେବୀଙ୍କୁ ପୋଲିସର ଦୁର୍ବ୍ୟବହାର, ଜିଲାପାଳ, ଏସ୍‌ପିଙ୍କୁ ଫେରାଦ

ବରଗଡ଼ ଅପିସ୍‌, ୧ା୫ – କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏଭଳିସ୍ଥଳେ ଗରୀବ, ଅସହାୟଙ୍କ ଜୀବନଯାପନ ଦୁର୍ବିସହ...

Advertisement
Archives

Model This Week