Posted inଜାତୀୟ

ବିଷାକ୍ତ ମଦ ମୃତ୍ୟୁ: ଅଭିଯୁକ୍ତଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଆଲିଗଡ଼,୨୮।୫: ଉତ୍ତରପ୍ରଦେଶର ଆଲିଗଡରେ ବିଷାକ୍ତ ମଦ ପିଇ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦେଶଦ୍ରୋହ (ଏନ୍‌ଏସ୍‌ଏ) ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଲିଗଡ଼ ଜିଲା ଅଧିକାରୀ ଚନ୍ଦ୍ର ଭୂଷଣ ସିଂହ ବିଷାକ୍ତ ମଦ ପିଇ ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ଚାଲିଛି। ମୃତକମାନେ ଗ୍ରାମରେ ଥିବା ଦେଶି ମଦ ଭାଟିରୁ ମଦ ପିଇଥିଲେ। ଘଟଣା ପରେ ମଦ ଭାଟିକୁ ସିଲ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ବୟ ‘ସୋନୁ’ ପାଲଟିଲେ ଇଣ୍ଟରନେଟ୍‌ ସେନ୍‌ସେଶନ

ନୂଆଦିଲ୍ଲୀ,୨୯।୨: ଫୁଡ୍‌ ଡେଲିଭରି କମ୍ପାନୀ ଜମାଟୋର ଜଣେ ରାଇଡର ସୋନୁ ଏବେ ଇଣ୍ଟରନେଟ୍‌ ସେନ୍‌ସେଶନ ପାଲଟି ଯାଇଛନ୍ତି। ତାଙ୍କର କିଛି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ...

ଅଟୋରେ ଯାଉଥିଲେ ମହିଳା, ହଠାତ୍‌ ରାସ୍ତାରେ ସୃଷ୍ଟି ହେଲା ୨୫ ଫୁଟର ଗର୍ତ୍ତ, ଆଉ ତା’ ପରେ…

ଜୟପୁର,୨୩।୧: ରାଜସ୍ଥାନର ଜୟପୁରରେ ବିକାଶ ଏବଂ ସରକାରୀ ବ୍ୟବସ୍ଥାରେ ଅନିୟମିତତା ପଦାରେ ପଡ଼ିଛି। ସଚିବାଳୟଠାରୁ ଗୋଟିଏ କିଲୋମିଟର ଦୂର ଚୋମ୍ପୁ ସର୍କଲରେ ଶନିବାର ସକାଳେ ହଠାତ୍‌...

ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ପଡିଗଲେ ଦୁଇ କୃଷକ

ହାଇଦ୍ରାବାଦ୍‌,୨।୯: ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ଦୁଇ କୃଷକ ପଡୁଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ନିଜ ପୈତୃକ...

ସିଏଜି ଭାବେ ନିଯୁକ୍ତ ହେଲେ ଜମ୍ମୁ-କଶ୍ମୀରର ପୂର୍ବତନ ଏଲ୍‌ଜି ଗିରୀଶ ମୁର୍ମୁ

ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଗୁରୁବାର ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ(ସିଏଜି) ଭାବେ ନିଯୁକ୍ତି ମିଳିଛି। ଠିକ୍‌ ଆଜିକୁ ବର୍ଷେ...

ପାରିକରଙ୍କୁ ମନେ ପକାଇଲେ ମୋଦି

ପାଣାଜୀ,୧୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୋଆରେ ପହଞ୍ଚିଛନ୍ତି। ଗୋଆ ମୁକ୍ତି ଦିବସ ଅବସରରେ ସେ ନବୀକରଣ ହୋଇଥିବା ଫୋର୍ଟ ଆଗୁଆଡା ଜେଲ ସଂଗ୍ରହାଳୟ, ଗୋଆ...

୨୦ରେ ଚନ୍ଦ୍ରକକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଅହମଦାବାଦ: ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ-୨’ ଅଗଷ୍ଟ ୨୦ରେ ଚନ୍ଦ୍ର କକ୍ଷରେ ପହଞ୍ଚତ୍ବା ଆଶା କରାଯାଉଛି। ଏହା ସେପ୍ଟେମ୍ବର ୭ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ...

୩୭୦ ଉଚ୍ଛେଦ ପରେ ଜୈଶ୍‌ ରଚୁଛି ସାଂଘାତିକ ଷଡ଼ଯନ୍ତ୍ର: ଟାର୍ଗେଟ ୩୦ ସହର ମଧ୍ୟରେ ଭୁବନେଶ୍ୱର

ନୂଆଦିଲ୍ଲୀ,୨୬ା୯: ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦରେ ହତାଶ ହୋଇପଡ଼ିଥିବା ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଭାରତ ବିରୋଧରେ ରକ୍ତ ଚାଉଳ ଚୋବାଉଛି। ପଠାନ୍‌କୋଟ ସମେତ...

‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ମୁମ୍ବାଇ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ଦେଖାଯାଇଥିବା ଛାତ୍ର ଅଶାନ୍ତିକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ସୋମବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ମଙ୍ଗଳବାର ସେଠାରେ...

Advertisement
Archives

Model This Week