ଚଳନ୍ତା ଟ୍ୟାଙ୍କରରୁ ବିଶାକ୍ତ ଗ୍ୟାସ୍‌ ଲିକ୍‌: ରାଜପଥରେ ଗାଡ଼ି ଚଳାଳଚ ବନ୍ଦ

ଭୁବନେଶ୍ୱର,୧।୭: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ୪୯ ନମ୍ବର ଜାତୀୟ ରାଜପଥ ଜାମଶୋଳା ନିକଟରେ ମଙ୍ଗଳବାର ଏକ ଅଘଟଣ ସାମ୍‌ନାକୁ ଆସିଛି। ଚଳନ୍ତା ଟ୍ୟାଙ୍କରରୁ ବିଷାକ୍ତ ପ୍ରପିଲିନ ଗ୍ୟାସ ଲିକ୍‌ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି।

ଘଟଣା ପରେ ଜାତୀୟ ରାଜପଥରେ ଗାଡି ଚଳାଚଳକୁ ବନ୍ଦ କରି ଦିଆଯାଇଛି। ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ପହଞ୍ଚି ଗ୍ୟାସ ଲି୍‌କୁ କିପରି ରୋକା ଯାଇପାରିବ ସେନେଇ ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପକ୍ଷେ କୌଣସି ଅଘଟଣକୁ ଦୃଷ୍ଟିରେ ରଖି ଦମକଳବାହୀନିଙ୍କୁ ଘଟଣାସ୍ଥଳରେ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri