Posted inଜାତୀୟ

ବିଷାକ୍ତ ମଦ ପିଇ ଆଜମଗଡରେ ୭ ମୃତ, ୧୨ ଅସୁସ୍ଥ

ଆଜମଗଡ଼,୨୧।୨: ଉତ୍ତରପ୍ରଦେଶର ଆଜମଗଡ ଜିଲାରେ ପୁଣି ଥରେ ବିଷାକ୍ତ ମଦ ନେଲା ଅନେକଙ୍କ ଜୀବନ। ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଊର୍ଦ୍ଧ୍ୱ ଲୋକ ଅସୁସ୍ଥ ଥିବା ଜଣାପଡ଼ିଛି। ଏହି ଘଟଣା ଯୋଗୁ ଅହିରୁଲା ଥାନା ଅଞ୍ଚଳର ଅନେକ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ମାହୁଲରେ ରାସ୍ତାଜାମ୍‌ କରିଛନ୍ତି। ଅନ୍ୟପଟେ ବିଧାନସଭା ନିର୍ବାଚନ ସମୟରେ ବେଆଇନ ମଦ ବ୍ୟବସାୟ ବୃଦ୍ଧି ପାଇଥିବାରୁ ଜିଲା ପ୍ରଶାସନର ଚିନ୍ତା ବଢ଼ିଛି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଅହିରୁଲା ଥାନା ଅନ୍ତର୍ଗତ ମାହୁଲ ସ୍ଥିତ ଏକ ଦେଶୀ ମଦ ଦୋକାନରୁ ବିକ୍ରି ହୋଇଥିବା ସମସ୍ତ ମଦ ବିଷାକ୍ତ ଥିବା ଜଣାପଡ଼ିଛି। ଏହାକୁ ପିଇବା ପରେ ଏପର୍ଯ୍ୟନ୍ତ ୭ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାସାଙ୍ଗରେ ୧୨ରୁ ଉର୍ଦ୍ଧ୍ୱ ଲୋକ ବିଭିନ୍ନ ଡାକ୍ତରଖାନାରେ ଜୀବନ ଓ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ମୃତ୍ୟୁ ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କଲା ୨୦୨୦-୨୧ ବାର୍ଷିକ ରିପୋର୍ଟ, ସିଏଏ-ମାଓବାଦୀ ହିଂସା- ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ ସଂଖ୍ୟା ସମ୍ପର୍କରେ ସୂଚନା…

ନୂଆଦିଲ୍ଲୀ, ୨୭।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟ ୨୦୨୦-୨୧ ଜାରି ହୋଇଛି। ଏଥିରେ ସିଏଏ, ମାଓବାଦୀ ହିଂସା ହ୍ରାସ, ପାରାମିଲିଟାରୀ ଫୋର୍ସରେ ମହିଳାଙ୍କ...

ଅପମିଶ୍ରିତ ଔଷଧ ଊତ୍ପାଦନ ନେଇ ସନ୍‌ ଫାର୍ମାକୁ ଆମେରିକାର ତାଗିଦ…

ଅହମଦାବାଦ,୧୪।୧ : ଆମେରିକାର ସ୍ବାସ୍ଥ୍ୟ ନିୟାମକ ଗୁଜରାଟ ଭିତ୍ତିକ କାରଖାନାରେ ଔଷଧ ଦ୍ରବ୍ୟର ମାଇକ୍ରୋବାୟୋଲୋଜିକାଲ ପ୍ରଦୂଷଣକୁ ରୋକିବା ପାଇଁ ପରିକଳ୍ପିତ ଉପଯୁକ୍ତ ଲିଖିତ ପ୍ରଣାଳୀ ପାଳନ...

ଜାନୁୟାରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ କରିଛନ୍ତି ଘରୋଇ ବିମାନ ଯାତ୍ରା: ଡିଜିସିଏ…

ନୂଆଦିଲ୍ଲୀ,୧୫।୬ : ଜାନୁଆରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ ଲୋକ ଘରୋଇ ବିମାନରେ ଯାତ୍ରା କରିଛନ୍ତି। ଗତ ବର୍ଷ ୨୦୨୨ରେ ଏହି ସମୟ ମଧ୍ୟରେ ଯାତ୍ରୀଙ୍କ...

କାଶୀରେ ଖୋଲିଲା ପ୍ରଥମ ଓ୍ବାଟର ବ୍ୟାଙ୍କ: ଖାତା ଖୋଲିବାକୁ ଆଧାର ବାଧ୍ୟତାମୂଳକ

ବାରଣାସୀ,୪।୮: ଉତ୍ତର ପ୍ରଦେଶ କାଶୀର ଅଧିକାଂଶ ଅଞ୍ଚଳରେ ଏବେବି ଶୁଦ୍ଧ ପାନୀୟ ଜଳ ସଙ୍କଟ ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ମୁସଲିମ ରାଷ୍ଟ୍ରୀୟ ମଞ୍ଚ...

କରୋନା ଯୋଦ୍ଧା ଏବେ ସଙ୍କଟରେ

ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ...

ରେପୋ ରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି ବୈଠକ ଶୁକ୍ରବାର ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ଖବରଦାତା...

ଓମିକ୍ରନ୍‌ ଅଣାୟତ୍ତ ମୁହାଁ, ୨୩ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୨୫ ଛୁଇଁଲା…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ...

ଉଜ୍ଜଳା ଯୋଜନାରେ ମାଗଣାରେ ୭୫ଲକ୍ଷରୁ ଅଧିକ ଏଲିପିଜି ସଂଯୋଗ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩।୯: ଭାରତରେ ଜି-୨୦ ଶିଖର ସମ୍ମିଳନୀର ସଫଳତା ଉପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ...

Advertisement
Archives

Model This Week