Posted inଫୁରସତ

ଜହର ହେଲାଣି ସମୁଦ୍ର ପାଣି

ସମୁଦ୍ରରେ ଥିବା ଉଦ୍ଭିଦ, ଜଳଜୀବ ଇତ୍ୟାଦି ସ୍ଥଳଭାଗରେ ବାସକରୁଥିବା ପ୍ରାଣୀଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥାନ୍ତି। ଏହାଦ୍ୱାରା ସ୍ଥଳଭାଗ ଏବଂ ଜଳଭାଗ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଇକୋସିଷ୍ଟମ୍‌ ସୃଷ୍ଟି ହୋଇପାରିଥାଏ। ମାତ୍ର ଏବେ ଏଥିରେ ସଂକଟ ଦେଖାଦେଇଛି। ମଣିଷର ଦୂରଦୃଷ୍ଟିହୀନ କାର୍ଯଯୋଗୁ ସମୁଦ୍ର ପାଣିରେ ଜଳଜୀବ ବଞ୍ଚି ରହିବା କଷ୍ଟକର ହେଉଛି। ସମୁଦ୍ରରେ ଲଗାତର ବର୍ଜ୍ୟବସ୍ତୁ ଠୁଳ କରାଚାଲିଛି। ଫଳରେ ଏବେ ସମୁଦ୍ର ବର୍ଜ୍ୟବସ୍ତୁର ଗନ୍ତାଘର ପାଲଟିଛି। ଏଥିଯୋଗୁ ସମୁଦ୍ରରେ ବାସ କରୁଥିବା ବହୁ ଜଳଜୀବ ଏବଂ ଉଦ୍ଭିଦ ପ୍ରଜାତି ଲୋପ ପାଇବାରେ ଲାଗିଛନ୍ତି। ଏଭଳି ପ୍ରଜାତିଙ୍କ ଉପରେ ଖାଦ୍ୟ ଅବା ଅମ୍ଳଜାନ ପାଇଁ ନିର୍ଭର କରୁଥିବା ଅନ୍ୟ ପ୍ରଜାତିଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବା ଯୋଗୁ ତାଙ୍କର ସଂଖ୍ୟା ମଧ୍ୟ କମି ଚାଲିଛି। ଶିଳ୍ପ ସଂସ୍ଥାଗୁଡ଼ିକର ନିର୍ଗତ ତରଳ ରାସାୟନିକ ପଦାର୍ଥ ସମୁଦ୍ରରେ ବେଧଡକ ଛଡାଯାଉଥିବାରୁ ସେଠାକାର ଜଳ ଜହର ପାଲଟିବାରେ ଲାଗିଛି। ଏହାଯୋଗୁ ତିମି, ଶାର୍କ, ଡଲ୍‌ଫିନ୍‌, କଇଁଛ ଆଦି ବହୁ ପ୍ରାଣୀଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ସବୁଜ ପୃଥିବୀରେ ମଣିଷ ବଞ୍ଚି ରହିବା ପାଇଁ ସାମୁଦ୍ରିକ ପ୍ରାଣୀ ଏବଂ ସମୁଦ୍ର ଇକୋସିଷ୍ଟମ ଅତି ଗୁରୁତ୍ୱପୂର୍ଣ୍ଣ। ତେଣୁ ‘ଧରିତ୍ରୀ ଦିବସ’ରେ ଆମେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri