ପଶ୍ଚିମବଙ୍ଗକୁ ବିଷାକ୍ତ ସାପ ଚାଲାଣ

ରାଇବଣିଆ,୧୯।୧୦(ନବୀନ ସାହୁ)ପଶ୍ଚିମବଙ୍ଗକୁ ଚୋରାଚାଲାଣ ବେଳେ ବୁଧବାର ଜଳେଶ୍ୱର ଷ୍ଟେଶନରୁ ୪ ସାପ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଆରପିଏଫ୍‌ ଧରି ବନ ବିଭାଗକୁ ହସ୍ତାନ୍ତର କରିଛି। ଅପରାହ୍ନ ସମୟରେ ଜଳେଶ୍ୱର ଷ୍ଟେଶନର ୧ନଂ. ପ୍ଲାଟଫର୍ମରେ ୨ଜଣ ବ୍ୟକ୍ତି ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ଦେଖି ରୂପ୍‌ସା ଆରପିଏଫ୍‌ଓ ସି କୁନ୍ଦନ କୁମାର ଝାଙ୍କ ନିର୍ଦ୍ଦେଶକ୍ରମେ ଏଏସ୍‌ଆଇ ତଲାସୀ କରିଥିଲେ। ସେମାନଙ୍କ ନିକଟରୁ ୪ଟି ଝୁଡିରୁ ୪ଟି ସାପକୁ ଜବତ କରାଯାଇଥିଲା। ସେହି ବିଷାକ୍ତ ସାପକୁ ତୁରନ୍ତ ଜଳେଶ୍ୱର ରେଞ୍ଜ ଅଫିସର ଜୟଶ୍ରୀ ମୁର୍ମୁଙ୍କୁ ହସ୍ତାନ୍ତର କରିଥିଲେ। ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଗିରଫ ୨ଜଣ ହେଲେ ପଶ୍ଚିମବଙ୍ଗ ରାଜ୍ୟ ପଶ୍ଚିମ ମେଦିନୀପୁର ଜିଲାର ଡାବ୍ରା ଥାନା ଅଧୀନ ହରିଚରଣ ଗ୍ରାମର ଶଙ୍କର ଲାଏକ (୪୭) ଓ ମାନିକ ଲାଏକ (୩୫)।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri