ନଟୋର ପ୍ରଥମ ଦେଶ, ଯେ କି ୟୁକ୍ରେନକୁ ଦେବ ଫାଇଟର ଜେଟ, ଯୁଦ୍ଧ ମଇଦାନକୁ ପଠାଇବ ଏମଆଇଜି ୨୯

ୱାରସ,୧୭ ।୩: ୟୁକ୍ରେନ୍ ରୁଷିଆ ମଧ୍ୟରେ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଯୁଦ୍ଧ ଲାଗି ରହିଛି । ଏବେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇଥିବା ବେଳେ ହଜାର ହଜାର ସାଧାରଣ ନାଗରିକଙ୍କ ଜୀବନ ବି ଯାଇଛି । ଏବେ ୟୁକ୍ରେନ ଓ ରୁଷିଆକୁ ଏମାନଙ୍କ ସହଯୋଗୀ ଦେଶ ଖୋଲାଖୋଲି ଭାବେ ସହଯୋଗ କରି ଆସୁଛନ୍ତି ।
ଏହାରି ଭିତରେ ପୋଲାଣ୍ଡର ରାଷ୍ଟ୍ରପତି ଆନ୍ଦ୍ରେ ଡୁଡା ଗୁରୁବାର ଘୋଷଣା କରିଛନ୍ତି କି ପୋଲାଣ୍ଡ ୟୁକ୍ରେନକୁ ୪ଟି ଏମଆଇଜି ୨୯ ଫାଇଟର ଜେଟ ଦେବ । ଏହି ୱାର ପ୍ଲେନ ଆଗାମୀ ଦିନରେ ୟୁକ୍ରେନକୁ ଦିଆଯିବ । ସୂଚନାଯୋଗ୍ୟ, ପୋଲାଣ୍ଡ ପ୍ରଥମ ନାଟୋ ସଦସ୍ୟ ଦେଶଭାବେ ୟୁକ୍ରେନକୁ ଯୁଦ୍ଧ ବିମାନ ଦେବାକୁ ଘୋଷଣା କରିଛି । ପୋଲାଣ୍ଡର ଏହି ପଦକ୍ଷେପ ଯୁଦ୍ଧକୁ ମଜଭୁତ କରିବାରେ ସହାୟକ ହେବ । ଏବେ ପୋଲାଣ୍ଡରେ ପ୍ରାୟ ଏକ ଡଜନ ସୋଭିଏତ ନିର୍ମିତ ମିଗ-୨୯ ରହିଛି, ଯାହାକୁ ପ୍ରଥମେ ଇଷ୍ଟ ଜର୍ମାନ ଷ୍ଟକରୁ ୧୯୯୦ ଦଶକର ଆରମ୍ଭରେ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri