ନଟୋର ପ୍ରଥମ ଦେଶ, ଯେ କି ୟୁକ୍ରେନକୁ ଦେବ ଫାଇଟର ଜେଟ, ଯୁଦ୍ଧ ମଇଦାନକୁ ପଠାଇବ ଏମଆଇଜି ୨୯

ୱାରସ,୧୭ ।୩: ୟୁକ୍ରେନ୍ ରୁଷିଆ ମଧ୍ୟରେ ୧ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଯୁଦ୍ଧ ଲାଗି ରହିଛି । ଏବେ ଉଭୟ ଦେଶର ହଜାର ହଜାର ସେନା ଶହୀଦ ହୋଇଥିବା ବେଳେ ହଜାର ହଜାର ସାଧାରଣ ନାଗରିକଙ୍କ ଜୀବନ ବି ଯାଇଛି । ଏବେ ୟୁକ୍ରେନ ଓ ରୁଷିଆକୁ ଏମାନଙ୍କ ସହଯୋଗୀ ଦେଶ ଖୋଲାଖୋଲି ଭାବେ ସହଯୋଗ କରି ଆସୁଛନ୍ତି ।
ଏହାରି ଭିତରେ ପୋଲାଣ୍ଡର ରାଷ୍ଟ୍ରପତି ଆନ୍ଦ୍ରେ ଡୁଡା ଗୁରୁବାର ଘୋଷଣା କରିଛନ୍ତି କି ପୋଲାଣ୍ଡ ୟୁକ୍ରେନକୁ ୪ଟି ଏମଆଇଜି ୨୯ ଫାଇଟର ଜେଟ ଦେବ । ଏହି ୱାର ପ୍ଲେନ ଆଗାମୀ ଦିନରେ ୟୁକ୍ରେନକୁ ଦିଆଯିବ । ସୂଚନାଯୋଗ୍ୟ, ପୋଲାଣ୍ଡ ପ୍ରଥମ ନାଟୋ ସଦସ୍ୟ ଦେଶଭାବେ ୟୁକ୍ରେନକୁ ଯୁଦ୍ଧ ବିମାନ ଦେବାକୁ ଘୋଷଣା କରିଛି । ପୋଲାଣ୍ଡର ଏହି ପଦକ୍ଷେପ ଯୁଦ୍ଧକୁ ମଜଭୁତ କରିବାରେ ସହାୟକ ହେବ । ଏବେ ପୋଲାଣ୍ଡରେ ପ୍ରାୟ ଏକ ଡଜନ ସୋଭିଏତ ନିର୍ମିତ ମିଗ-୨୯ ରହିଛି, ଯାହାକୁ ପ୍ରଥମେ ଇଷ୍ଟ ଜର୍ମାନ ଷ୍ଟକରୁ ୧୯୯୦ ଦଶକର ଆରମ୍ଭରେ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri