ସୁଜୁକା (ଜାପାନ), ୨୪ା୯ (ଏପି) ଫର୍ମୁଲାଓ୍ବାନ ଚାମ୍ପିୟନଶିପ୍ ଲିଡର ମାକ୍ସ ଭର୍ଷ୍ଟାପେନ୍ ଜାପାନିଜ ଫର୍ମୁଲା ଓ୍ବାନ ମୋଟର ରେସ୍ ଗ୍ରାଁ ପ୍ରି ପାଇଁ ପୋଲ୍ ପୋଜିଶନ ହାସଲ କରିଛନ୍ତି। ଏଥି ସହ ସେ ଫର୍ମକୁ ଫେରିଛନ୍ତି। ସପ୍ତାହ ପୂର୍ବେ ସିଙ୍ଗାପୁରରେ ସେ ସଂଘର୍ଷ କରୁଥିବା ଲକ୍ଷ୍ୟ କରାଯାଇଥିଲା। ମାତ୍ର ସୁଜୁକା ସର୍କିଟରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂରେ ସେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ରେଡ୍ ବୁଲର ଏହି ଡ୍ରାଇଭର ୧ ମିନିଟ ୨୮.୮୭୭ ସେକେଣ୍ଡ ଟାଇମିଂରେ ମ୍ୟାକଲରେନର ଓସ୍କାର ପିଆଷ୍ଟ୍ରିଙ୍କଠାରୁ .୫୮୧ ସେକେଣ୍ଡ ଆଗରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ତାଙ୍କ ଟିମ୍ମେଟ ଲାଣ୍ଡୋ ନୋରିସ ତୃତୀୟ ହୋଇଥିଲେ। ଚଳିତ ସିଜନରେ ଭର୍ଷ୍ଟାପେନ୍ଙ୍କର ଏହା ହେଉଛି ୯ମ ପୋଲ୍ ପୋଜିଶନ ଏବଂ ମାସକ ପୂର୍ବରୁ ଡଚ୍ ଗ୍ର୍ରାଁ ପ୍ରି ପରେ ଏହା ପ୍ରଥମ।
ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…
ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…
ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍, ଆଉ ତା’ପରେ…
ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…
ସମ୍ଭାବନାର ଉପପାଦ୍ୟ
ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍ ଜୋର୍ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…
ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍ ତାର
ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…
ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…
ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…
ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ
ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…
ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!
୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…
ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର
ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…
Archives

