Advertisement

ପୋଲିସ, ଗ୍ରାହକଙ୍କୁ ଦୁର୍ବ୍ୟବହାର: ଢାବା ମାଲିକ ଗିରଫ

ଭଦ୍ରକ ଅଫିସ, ୧୪।୧୧-ଭଦ୍ରକ ସହର ଉପକଣ୍ଠ ରାହାଞ୍ଜଠାରେ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବାରେ ଗ୍ରାହକ ଓ ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ଏହି ଘଟଣାରେ ଢାବା ମାଲିକ ରାହାଞ୍ଜ ଗ୍ରାମର ଡା. କୃଷ୍ଣଚନ୍ଦ୍ର ସାହୁଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ସୂଚନା ଅନୁଯାୟୀ, ରବିବାର ରାତିରେ ଉକ୍ତ ଢାବାରେ ଦୁଇଜଣ ଗ୍ରାହକ ମଟନ ସିଝି ନ ଥିବା ଓ ଅପମିଶ୍ରଣ ହୋଇଥିବା ଅଭିଯୋଗ କରିଥିଲେ। ଏହାକୁ ନେଇ ଢାବା ମାଲିକ ଓ ଗ୍ରାହକଙ୍କ ମଧ୍ୟରେ ବଚସା ହୋଇଥିଲା। ଖବରପାଇ ଗ୍ରାମାଞ୍ଚଳ ଥାନା ପୋଲିସ ସେଠାରେ ପହଞ୍ଚିଥିଲା। ପରେ ମାଲିକଙ୍କ ସହଯୋଗୀ ଗ୍ରାହକ ଓ ପୋଲିସକୁ ଦୁର୍ବ୍ୟବହାର କରିଥିବା ନେଇ ଜଣେ ଗ୍ରାହକ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିଲେ। ଏନେଇ ଥାନାରେ ଏକ ମାମଲା(ନଂ.୫୬୮/୨୨) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ଚଣ୍ଡିଖୋଲ ଭୂତଳ ତୈଳଭଣ୍ଡାର

ଚଣ୍ଡିଖୋଲ,୧୦।୧୧(ଡି.ଏନ.ଏ.): ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଭୂତଳ ତୈଳ ଭଣ୍ଡାର ନିର୍ମାଣ ନେଇ ୨୦୧୬-୧୭ରୁ ଘୋଷଣା କରାଯାଇଥିଲେ ବି ଏ ପର୍ଯ୍ୟନ୍ତ କାର୍ଯ୍ୟ ପାଦେ ବି...

ଏନ୍‌ଏଚ୍‌ ୪୯ରେ ଅଣ୍ଡର ପାସ୍‌ ନିର୍ମାଣ ଦାବି

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କୋଲକାତା-ମୁମ୍ବାଇ ଏନ୍‌ଏଚ୍‌ ୪୯ର ତୁରୁମୁଙ୍ଗା, ଖିରେଇଟାଙ୍ଗିରି ଓ ଚିଲିଦା ନିକଟରେ ଅଣ୍ଡର ପାସ ନିର୍ମାଣ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଧାକାନ୍ତ ମହାନ୍ତଙ୍କ...

୪୮୩୦ ଦିଆସିଲି କାଠିରେ ତିନି ରଥ

ପୁରୀ ଅଫିସ, ୨୮ା୬:ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ତିନି ରଥର କ୍ଷୁଦ୍ର ମଡେଲ୍‌ ତିଆରି କରିଛନ୍ତି। ଶାଶ୍ୱତ ଏଥିପାଇଁ ୪୮୩୦...

ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ

ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ...

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି।...

ଲକ୍‌ଡାଉନ୍‌ ଭିତରେ ଅକ୍ଷିମୁଠି ଅନୁକୂଳ

ବଲାଙ୍ଗୀର ଅଫିସ, ୨୬ା୪: ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତ ଅନ୍ତର୍ଗତ ଫୁଲଝରଣ ଗଁ। ରେ ଜିଲା କୃଷକ ମହାସଂଘ ପକ୍ଷରୁ ରବିବାର ପବିତ୍ର ଅକ୍ଷୟ...

ରାଜନଗରରେ କରୋନା ସନ୍ଦେହ: ନିରୀକ୍ଷଣରେ ୩ ଯୁବକ

ରାଜନଗର, ୧୬।୩(ଡି.ଏନ୍‌.ଏ.): ଓଡ଼ିଶାରେ ପ୍ରଥମ କରୋନା ପଜିଟିଭି ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି।...

ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ

ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍‌ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ...

Advertisement
Archives

Model This Week