Posted inଜାତୀୟ

ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ: ୨୦୦ ପ୍ରଦର୍ଶନକାରୀ ଅଟକ

ନୂଆଦିଲ୍ଲୀ, ୨୭।୧: ଜାନୁୟାରୀ ୨୬ରେ ଦିଲ୍ଲୀରେ ଅନ୍ନଦାତାଙ୍କ ପକ୍ଷରୁ ହୋଇଥିବା ହିଂସକ ପ୍ରଦର୍ଶନ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସିସିଟିଭି ରେକର୍ଡିଂ ଆଧାରରେ ୨୦୦ ପ୍ରଦର୍ଶନକାରୀଙ୍କୁ ଅଟକ ରଖାଯାଇଛି। ଖୁବ୍‌ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ବୁଧବାର ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅଟକ ହୋଇଥିବା ପ୍ରଦର୍ଶନକାରୀଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ ଧାରା ୩୯୫, ୩୯୭ ଏବଂ ୧୨୦-ବି ଅନ୍ତର୍ଗତ ମାମଲା ରୁଜୁ କରାଯାଇଛି। ସେଣ୍ଟ୍ରାଲ ଡିସିପିଙ୍କ ଅପରେଟରଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିବା ଦିଲ୍ଲୀ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?