ନିଶା ମହାରଣାଙ୍କୁ ଖୋଜୁଛି ପୋଲିସ, ଏହି କାରଣ ପାଇଁ ହେବେ ଗିରଫ!

ଭୁବନେଶ୍ୱର,୧୫।୧: ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ନିଶା ମହାରଣା। ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ଗିରଫ ସମ୍ଭାବନା ବଢିଛି। ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ୨ ଆୟୋଜକଙ୍କୁ ପୋଲିସ ଅଟକ ରଖିବା ପରେ ନିଶାଙ୍କ ସମସ୍ୟା ବଢ଼ିଲା। ଗୋଟିଏ ଟିମ ଭୁବନେଶ୍ବର ଆସି ନିଶାଙ୍କୁ ଖୋଜୁଥିବା ସୂଚନା ମିଳିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri