ବାଲି ଚୋରା ଚାଲାଣ ବେଳେ ୧୩ ଜଣଙ୍କୁ ବାନ୍ଧିଲା ପୋଲିସ : ୬ ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀ ଘାଟର ବିଭିନ୍ନ ସ୍ଥାନରୁ ବାଲି ମାଫିଆମାନେ ବିନା ଦ୍ବିଧାରେ ବାଲି ଖୋଳି ନେବାରେ ଲାଗିଛନ୍ତି। ତେବେ ସୋମବାର ପୋଲିସ ପାଟ୍ରୋଲିଂ ସମୟରେ ରେଗିଡି ଓ ପାଗଳବାବା ଛକଠାରେ ବାଲି ବୋଝେଇ କରି ନେଉଥିବା ୬ଟି ଟ୍ରକକୁ ଜବତ କରାଯିବା ସହ ୧୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ସନ୍ୟାସୀ ସାହୁ, ପ୍ରଦୀପ କୁମାର ଭୂୟାଁ, ଶିଶିର ପ୍ରଧାନ, ପାଣ ସେଠୀ, ଡ୍ରାଇଭର ପ୍ରଧାନ ପ୍ରମୁଖ । ଏ ନେଇ ଥାନାରେ ପୃଥକ ପୃଥକ ଭାବରେ ୬ କେସ କରାଯାଇଥିବା ଆଇ ଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ସୁକାନ୍ତି, ଧନେଶ୍ୱର ଏବେ ସୁଖଦୁଃଖର ସାଥୀ

ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ...

ମରାମତି ଅଭାବ : ନଦୀବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା

ସିଂହପୁର,୨୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଖରସ୍ରୋତା ନଦୀବନ୍ଧର ଜରୀ ନୂଆ ମାହାରାଠାରୁ ବାଛୋଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହି ନଦୀବନ୍ଧ...

ଗୋକୁଳାନନ୍ଦଜୀଉଙ୍କ ଚିତାଲାଗି

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ସିଧାମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତାଲାଗି କରାଯାଇଥିଲା । ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କ...

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି।...

ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ

ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା...

ଆଦିବାସୀଙ୍କୁ ତାଳସଜ ଦେଉଛି ରୋଜଗାର

ମାଲକାନଗିରି,୨୫।୪ (ଡି.ଏନ.ଏ.): ଖରାଦିନେ ଥଣ୍ଡା ପାନୀୟର ରହିଛି ଅନେକ ଚାହିଦା। ପ୍ରଚଣ୍ଡ ଗ୍ରୀଷ୍ମତାପରୁ ଟିକେ ଆଶ୍ୱସ୍ଥ ପାଇବା ଲାଗି ଲୋକେ ପଇଡ, ବିଭିନ୍ନ କମ୍ପାନୀର ଥଣ୍ଡା ପାନୀୟକୁ...

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ...

Advertisement
Archives

Model This Week