ମା’ ସାମ୍ନାରେ ପୁଅକୁ ହତ୍ୟା କରିବା ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗିର,୨୫/୯( ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ଖଦାଲ ପଡା ମା’ ମଙ୍ଗଳା ମନ୍ଦିର ନିକଟରେ ଗତ ୨୦ ତାରିଖ ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ତାଙ୍କ ମା’ ସାମ୍ନାରେ ପୂଅକୁ ହତ୍ୟା କରାଯାଇଥିଲା l ହତ୍ୟା ମାମଲାରେ ଆଉ ଦୁଇ ଜଣଙ୍କୁ ଟାଉନ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କୁ ମିଶାଇ ଟାଉନ ଥାନା ପୋଲିସ ଗିରଫଦାରୀ ସଂଖ୍ୟା ୪କୁ ବୃଦ୍ଧି କରିଛି । ହତ୍ୟାକାଣ୍ଡକୁ ନେଇ ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri