ଯୁବକଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ କଲମ ପଞ୍ଚାୟତ ତେନ୍ତୁଲିପଡ଼ାର ଧରଣୀଧର ନାଏକ(୩୦)ଙ୍କୁ ଗତ ୯ତାରିଖରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସୋମବାର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଭବାନୀପାଟଣା ପୁରୁଣା ପଡାର ଧନେଷ୍ଟି ଗଉଡ(୩୨) ଓ ଦାବ୍ରିଗୁଡା ଗ୍ରାମର ସୁଶୀଲ ଗଉଡ(୪୨)। ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ରାତିରେ ଧରଣୀଧରଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା। ଏ ନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଶେଷରେ ଅଭିଯୁକ୍ତ ଦ୍ୱୟଙ୍କୁ କର୍ଲାପାଟ ପୋଲିସ ଗିରଫ କରି ଏକ ମାମଲା (ନଂ.୨୨/୨୫) ରୁଜୁକରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ଧରଣୀଙ୍କୁ ପୂର୍ବ ଶତ୍ରୁତାରୁ ଟାଙ୍ଗିଆରେ ହାଣି ପଥରରେ ଛେଚି ହତ୍ୟା କରିଥିବା ପୋଲିସ ଆଗରେ କହିଥିବା ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀକାନ୍ତ କୋଲକା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri