୨ ନାବାଳିକାଙ୍କୁ ଘରୁ ଡାକି ନେଇ କରିଥିଲେ ଗଣବଳାତ୍କାର: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୭ା୬(ସୁବାସ ପାଢ଼ୀ): ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଗଣବଳାତ୍କାର କରିଥିଲେ। ଏପରିକି ଉକ୍ତ ପୀଡ଼ିତା ୧୧ ବର୍ଷର ସାନ ଭଉଣୀଙ୍କୁ ସେଠାକୁ ଡାକି ଗଣବଳାତ୍କାର କରିଥିବା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏନେଇ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଏଭଳି ଏକ ଲଜ୍ଜାଜନକ ଘଟଣାର ମାଷ୍ଟରମାଇଣ୍ଡ ସମେତ ୪ ଜଣଙ୍କୁ ପୋଲିସ ବାନ୍ଧିଛ।ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳରଜଣେ ଗାଁ’ମୁଖିଆଙ୍କ ପୁଅ କେ. ଶିବା(୨୧) ଓ ତାଙ୍କର ତିନି ସାଙ୍ଗ ହେଲେ କେ. ସାଇ(୨୧), ଜି ଗରେୟା(୨୧) ଓ ଏନ. ଶ୍ରୀନୁ(୨୨)। ପୋଲିସ ଘଟଣା ବେଳେ ବ୍ୟବହୃତ ମୋବାଇଲ ଓ ବାଇକ୍‌ ଜବତ କରିଛି। କେସ୍‌ ନଂ ୨୪୦/୨୫ରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ...

ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ...

ଚୋରାଚାଲାଣ ହେଉଥିଲା କାଠ: ମାଡ଼ିବସିଲା ବନବିଭାଗ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନବିଭାଗ କର୍ମଚାରୀ ବୃନ୍ଦ ଜକର ପଞ୍ଚାୟତ ତେଣ୍ଟୁଆପଡା ଚୈତନ୍ୟ ପ୍ରସାଦ ଗ୍ରାମ ରାସ୍ତାରେ ଏକ କାଠ ବୋଝେଇ...

ଦାଦନ ଖଟିବାକୁ ଯାଇ ପଙ୍ଗୁ ହୋଇ ଫେରିଲେ: ସହାୟତା ପାଇଁ ଜିଲା ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼, ୨୫ା୬ (ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଈପୁର ପଞ୍ଚାୟତ ହରିହରପୁର ଗାଁର ଦୁଷ୍ମନ୍ତ ଜାଲ (୩୦) ପରିବାର ପ୍ରତିପୋଷଣ ପାଇଁ କେରଳ...

ନିଲାମ ହେଉନି, ବେଧଡ଼କ ଚାଲିଛି ଖଣି ଚୋରି

ଭବାନୀପାଟଣା, ୨ି୫ା୬(ଉତ୍ତମ କୁମାର ଦାଶ):ପ୍ରାକୃତିକ ସମ୍ପଦରେ ଭରପୂର କଳାହାଣ୍ଡି। ଜିଲାରେ ପରିପୂର୍ଣ୍ଣ ରହିଛି ବିଭିନ୍ନ ରତ୍ନପଥର ଓ ଖଣିଜ ସମ୍ପଦ। ଜିଲାରେ ମୋଟ ୧୪୨ଟି ବୃହତ୍‌...

ଚାଷୀଙ୍କୁ ବିଜେଡି ବିଭ୍ରାନ୍ତ କରୁଛି- ଭାଜପା

ବରଗଡ଼,୨୫ା୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ଉଠାଣରେ ଶିଥିଳତାକୁ ନେଇ ଗୋଟିଏ ପଟେ ଚାଷୀ ଅସନ୍ତୋଷ ତେଜି ଉଠିଥିବାବେଳେ ଏହାକୁ ନେଇ ଶାସକ ଭାଜପା ଏବଂ ବିରୋଧୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri