‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହଡ଼ପ କରିଥିଲେ, ଏବେ ପଡିଲେ ଧରା

କେନ୍ଦୁଝର,୧୪।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟିଥିବା ଲୁଟେରାଙ୍କୁ କେନ୍ଦୁଝର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଜଣଙ୍କ ହେଲେ କେନ୍ଦୁଝର ଜିଲା ନୟାକୋଟ ଥାନା କଲଣ୍ଡା ଗ୍ରାମର ବିପିନ ମୁଣ୍ଡାଙ୍କ ପୁଅ ରାମ ମୁଣ୍ଡା (୨୨)ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ସୁଭଦ୍ରା ଯୋଜନା ପାଇଁ ମୋବାଇଲ ନଂ.କୁ ଆଧାର ସହ ସଂଯୋଗ କରିବାକୁ ଅକ୍ଟୋବର ୪ରେ ବେଣାମୁଣ୍ଡାଠାରେ ଥିବା ଜନସେବା କେନ୍ଦ୍ରକୁ ବେଣାମୁଣ୍ଡା ଓ ଗଳଦା ଗ୍ରାମର କେତେଜଣ ମହିଳା ଯାଇଥିଲେ। ସେଠାରେ ଜଣେ ଯୁବକ ଆଧାର ସହ ମୋବାଇଲ ନମ୍ବରକୁ ସଂଯୋଗ ନିମନ୍ତେ ମହିଳାଙ୍କଠାରୁ ଇ-ପିଓଏସ୍‌ରେ ଟିପଚିହ୍ନ ନେଇଥିଲେ। ମହିଳାମାନେ ଆଧାର ସଂଯୋଗ ପାଇଁ ଟିପଚି଼ହ୍ନ ଦେଇ ଘରକୁ ଫେରିଥିଲେ। କିଛି ସମୟ ପରେ ବେଣାମୁଣ୍ଡା ଗ୍ରାମର ତ୍ରିଲୋଚନ ସାହୁଙ୍କ ସ୍ତ୍ରୀ ସତ୍ୟଭାମା ସାହୁଙ୍କ ବ୍ୟାଙ୍କଖାତାରୁ ଅକ୍ଟୋବର ୪ରେ ୧୦ ହଜାର ଓ ୬ ତାରିଖରେ ୧୦ ହଜାର ଉଠିଥିବା ମୋବାଇଲକୁ ମେସେଜ ଆସିଥିଲା। ଟଙ୍କା ବ୍ୟାଙ୍କଖାତାରୁ ଉଠିଥିବା ଜାଣି ବ୍ୟାଙ୍କକୁ ଯାଇ ପଚାରିଥିଲେ। ଆଧାର କେନ୍ଦ୍ରରେ ଟିପଚିହ୍ନ ଦେବା ଯୋଗୁ ତାଙ୍କ ଟଙ୍କା ଉଠାଯାଇଥିବା ଜାଣିବାକୁ ପାଇଥିଲେ। ଅଞ୍ଚଳର ପ୍ରାୟ ୨୦ରୁ ୨୫ଜଣ ମହିଳା ଏଭଳି ଠକାମିର ଶିକାର ହୋଇଥିବା ନେଇ ତେଲକୋଇ ଥାନାରେ ଶୁକ୍ରବାର ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri