ଯୁବତୀଙ୍କ ସହ ସମ୍ପର୍କ ରଖି ଭଡିଓ ଭାଇରଲ କରିଥିବା ବଳତ୍କାରୀଙ୍କୁ ଗିରଫ କଲା ପୋଲିସ

ବଲାଙ୍ଗୀର,୧୧।୮:( ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଞ୍ଚଳରେ ଭିଡିଓ ଭାଇରାଲ କରିଥିବା ଜେଲ ଫେରନ୍ତା ବଳତ୍କାରୀ ଯୁବକଙ୍କୁ ଗିରଫ କରାଯାଇଛି। ତାଙ୍କୁ ଗୁଜୁରାଟର ରାକ କୋଟରୁ ଉଠାଇ ଆଣିଲା ଦେଓଗାଁ ପୋଲିସ। ଗିରଫ ଅଭିଯୁକ୍ତ ହେଲେ ଦେଓଗାଁ ଥାନା ଉପରଝର ଗାଁର ଆକାଶ ବିଶାଳ। ଅଭିଯୁକ୍ତ ଜଣଙ୍କ ଦେଓଗାଁ ଥାନା ଉପର ଝରଗାଁର ଜୈନିକ ଯୁବତୀଙ୍କୁ ବଳାତ୍କାର ପରେ ଭିଡ଼ିଓ ଭାଇରାଲା କରିଥିଲେ। ପୂର୍ବରୁ ମଧ୍ୟ କଳାହାଣ୍ଡି ଜିଲା ରାମପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅସଦାଚରଣ କରି ଜେଲ ଯାଇଥିଲେ। ଏବେ ନିଜ ଗାଁର ଜଣେ ଯୁବତୀଙ୍କ ସହ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିଥିଲେ। ତେବେ ଦେଓଗାଁ ପୋଲିସ ଗିରଫ କରି ସୋମବାର ଅଭିଯୁକ୍ତଙ୍କ ମେଡିକାଲ ଟେଷ୍ଟ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଜେଲ ଯାଇଥିବା ଦେଓଗାଁ ଥାନା ଅଧିକାରୀ ବୁଲୁମୁଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri