ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ କରିଛି। ସେମାନେ ହେଲେ ହଲେ ରାୟଗଡ଼ ଜିଲା ଚନ୍ଦ୍ରପୁର ବ୍ଲକ୍‌ ଭାଇସ୍‌ ଚ୍ୟାରମ୍ୟାନ୍‌ ମାଳତି ମାଳବିଷୋୟୀ(୬୬) ଓ କର୍ଣ୍ଣ ବିଡ଼ିକା (୬୭)। ଉଭୟଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଦୀର୍ଘଦିନ ଧରି ଅଭିଯୁକ୍ତମାନେ ବେଆଇନ ଭାବେ ପୋଚରୁ ମଦ ପ୍ରସ୍ତୁତ କରି ଗମ୍ଭାରିଗାଁରେ ବିକ୍ରି କରୁଥିଲେ। ୱାର୍ଡ ସଭ୍ୟ, ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତି ଏବଂ ସ୍ଥାନୀୟ ଲୋକମାନେ ବାରମ୍ବାର ଏଭଳି କାରବାର ବନ୍ଦ କରିବା ପାଇଁ ସତର୍କ କରି ଆସୁଥିଲେ ମଧ୍ୟ ସେମାନେ ଏହି କାର୍ଯ୍ୟ ଜାରି ରଖିଥିଲେ। ପରେ ପୋଲିକୁ ଖବର ପାଇଁ ଗମ୍ଭାରିଗାଁରେ ଚଢ଼ାଉ କରି ଗୁରୁବାର ମାଳତି ଓ କର୍ଣ୍ଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ସନ୍ତୋଷ କୁମାର ବିଷୋୟୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri