ମଦପିଇ ଚଳାଉଥିଲେ ଗାଡ଼ି, ରାତିକରେ ୧୮ ଜଣଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୨୩।୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାାମଲ): ଗଞ୍ଜାମ ପୋଲିସ ଚଢ଼ାଉ କରି ମଦ୍ୟପାନ କରି ଗାଡ଼ି ଚଳାଉଥିବା ୧୮ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଗାଡ଼ି ମଧ୍ୟ ପୋଲିସ ଜବତ କରିଛି। ଏପରିକି ରମ୍ଭା ଅଞ୍ଚଳରେ ମଦ୍ୟ ପାନକରି ବସ୍‌ ଚଳାଉଥିବା ଚାଳକ ମଧ୍ୟ ଗିରଫ ହୋଇଛନ୍ତି। ବସ୍‌କୁ ପୋଲିସ ଜବତ କରିଛି। ପୋଲସରା, ଧରାକୋଟ, ହିଞ୍ଜିଳି, ରମ୍ଭା, ବେଗୁନିଆପଡ଼ା, ଭଞ୍ଜନଗର, କୋଟିନଡ଼ା, ଆସିକା, ଖଲିକୋଟ, କବିସୂର୍ଯ୍ୟନଗର, ଗାଙ୍ଗପୁର ଓ କୋଦଳା ଥାନା ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri