୨ ବାଇକ୍‌ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ସୋରଡ଼ା,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ପୋଲିସ ଦୁଇ ବାଇକ୍‌ ଲୁଟେରାଙ୍କୁ ରବିବାର ଗିରଫ କରିଛି। ଆଇଆଇସି ସୂରଜ ଝଙ୍କାରଙ୍କ ସୂଚନାନୁଯାୟୀ, ଦିଗପହଣ୍ଡି ନିକଟ ଓଡସିଂ ଗ୍ରାମର ସୀମାଞ୍ଚଳ ରଣା ବାଇକ ( ଓ ) ଯୋଗେ ଗତ ତା ୨୦.୧୧.୨୨ରେ ଚ୍ଛପୁଲି ଗ୍ରାମକୁ କୌଣସି କାମରେ ଆସିଥିଲେ। ଅପରାହ୍ନ ୩ଟାରେ ଗ୍ରାମ ପୋଖରୀ ନିକଟରେ ଅମୃତୁଲୁ ଗ୍ରାମର ଜଗଦୀଶ ଗଉଡ ଓ ବାରପଧାନି ଗ୍ରାମର ମନୋଜ କୁମାର ଗଉଡ଼ ବାଇକ୍‌ଟିକୁ ସେଠାରୁ ଛଡ଼ାଇ ଲୁଟି ନେଇଥିଲେ। ସୀମାଞ୍ଚଳ ଏ ସମ୍ପର୍କରେ ବଡ଼ଗଡ଼ ଥାନାରେ ୨୩.୧୧.୨୨ରେ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। କେସ୍‌ ନମ୍ବର ୪୭୩/୨୦୨୨ ଅନୁଯାୟୀ, ରବିବାର ଏହି ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରିଣୀଙ୍କ ପୀଠରେ ଜିଭ କାଟିଲେ ଜଣେ ଭକ୍ତ, କାରଣ ଜାଣିଲେ…

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଜିଭକୁ ବ୍ଲେଡ୍‌ରେ କାଟି ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମଙ୍ଗଳବାର...

ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ  ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ...

ସୁନା ଅଳଙ୍କାରରେ ଝଲସିଲେ ଶ୍ରୀଜିଉ

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ବଡ଼ ଏକାଦଶୀ ତିଥିରେ କେନ୍ଦୁଝରର ଆରାଧ୍ୟଦେବ ଶ୍ରୀଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି।...

ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ...

ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର...

୨୦ରେ ବିଜେଡି ବିଧାୟକ ଦଳ ବୈଠକ: ଏମିତି କହିଲେ ସୁଲତା

ଭୁବନେଶ୍ୱର,୧୭।୭: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ...

୪୬ବର୍ଷ ପୂର୍ବରୁ ଭିତର ଭଣ୍ଡାରରେ ମିଳିଥିଲା ଏମିତି ଜିନିଷ, କାବା ହୋଇଯାଇଥିଲେ ତିରୁପତି ମନ୍ଦିରର ପୂଜାରୀ

ପୁରୀ,୧୭।୭: ୪୬ ବର୍ଷ ପୂର୍ବେ ଯେତେବେଳେ ଜଗନ୍ନାଥ ମନ୍ଦିର ଭଣ୍ଡାର ଖୋଲା ଯାଇଥିଲା। ସେତେବେଳେ ଏହି ଧନରତ୍ନ ଗଣନା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri