କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍‌ସିରପ୍‌: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍‌ସିରପ୍‌ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍‌ସିରପ୍‌ ଜବତ କରିଛି। ଏଥିସହ କାର୍‌, ସ୍କୁଟିକୁ ମଧ୍ୟ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?